୧୭ରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଓଡ଼ିଶା ଗସ୍ତ, ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ

Advertisment

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏପ୍ରିଲ ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ପୂର୍ତ୍ତ, ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ସୂଚନା ଦେଇଛନ୍ତି।

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏପ୍ରିଲ ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ପୂର୍ତ୍ତ, ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ସୂଚନା ଦେଇଛନ୍ତି।

vg

ଭୁବନେଶ୍ୱର: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏପ୍ରିଲ ୧୭ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବୋଲି ପୂର୍ତ୍ତ, ଅବକାରୀ ତଥା ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ମଙ୍ଗଳବାର ସୂଚନା ଦେଇଛନ୍ତି।

ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ଏପ୍ରିଲ ୧୭ ତାରିଖରେ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱର ଆସି ବରମୁଣ୍ଡା ପଡ଼ିଆରେ ରାଜ୍ୟ ପାଇଁ ପ୍ରାୟ ୫ ହଜାର କୋଟି ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ।

ସେ କହିଛନ୍ତି ଯେ, ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ଏପ୍ରିଲ ୧୭ ତାରିଖରେ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ।
 ଏହାପରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱର ଆସି ବରମୁଣ୍ଡା ପଡ଼ିଆରେ ରାଜ୍ୟ ପାଇଁ ପ୍ରାୟ ୫ ହଜାର କୋଟି ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe