ସମ୍ବଲପୁର: ଜିଏମ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ମାର୍ଗଦର୍ଶିକା | ଏହା ସହ ଅପରାହ୍ନ ୪ଟାରେ ବସିବ ଆଇସିସି | କାର୍ଯ୍ୟକ୍ଷେତ୍ରରେ ପ୍ରଫେସନାଲ ଭାଲ୍ୟୁ, ମୋରାଲ୍ ଭାଲ୍ୟୁ ପାଳନ କରିବା ପାଇଁ ମାର୍ଗଦର୍ଶିକା ଜାରି| ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ୟବହାର କରିବା ପାଇଁ ନିର୍ଦ୍ଦେଶ ରହିଛି |
ଛାତ୍ରଛାତ୍ରୀଙ୍କର କୌଣସି ସ୍ତରରେ ଅସୁବିଧା ହେଲେ ବା ସେମାନେ ନିର୍ଯାତନାର ଶିକାର ହେଲେ, ଅବିଳମ୍ବେ ଅଭିଯୋଗ କରିବା ପାଇଁ କୁହାଯାଇଥିବା ଭାରପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ପ୍ରକାଶ କରିଛନ୍ତି | ଏହା ସହ ଅନ୍ଯ ଛାତ୍ରଛାତ୍ରୀଙ୍କ ସହ ଏମିତି କିଛି ଘଟିଛି ତାର କାଉନସେଲିଂ ଚାଲିଥିବା କୁଳପତି କହିଛନ୍ତି |

/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/07/18/gm-university-2025-07-18-11-55-35.png)