Advertisment

ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସ ଗିରଫ

Advertisment

ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ  ଚଢଉ କରିଥିଲା।

ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ  ଚଢଉ କରିଥିଲା।

clerk1

ବାଲେଶ୍ବର: ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗତକାଲି ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ କୁମାର ଦାସଙ୍କ ଘରେ ଭିଜିଲାନ୍ସ  ଚଢଉ କରିଥିଲା। ବାଲେଶ୍ବର ଜିଲ୍ଲା ଖନ୍ତାପଡ଼ାରେ ଥିବା ପୈତୃକ ଘର, ନୀଳଗିରି, ଅଙ୍ଗାରଗଡ଼ିଆରେ ଥିବା ତିନିମହଲା ଘର, ଶେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ ଓ ବାଲେଶ୍ବରରେ ଥିବା କାର୍ଯ୍ୟାଳୟ ସମେତ ଏକକାଳୀନ ୬ଟି ସ୍ଥାନରେ ଚଢଉ କରିଥିଲା ଭିଜିଲାନ୍ସ ଟିମ୍।
ଏହି ଚଢଉରେ ୨ ଜଣ ଅତିରିକ୍ତ ଏସପି, ୪ ଡିଏସପି, ୭ ଇନସ୍ପେକ୍ଟର ଓ ୫ ଜଣ ଏଏସଆଇ ଓ ଅନ୍ୟ କର୍ମଚାରୀମାନେ ସାମିଲ ହୋିଇଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe