କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ। ଗତକାଲି କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯିବା ପରେ କଟକକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି।

mkl

କାମାକ୍ଷାନଗର:କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ। ଗତକାଲି କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯିବା ପରେ କଟକକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି। ତାଙ୍କର ବିପୁଳ ଆୟବହିର୍ଭୁକ୍ତ ସଂପତ୍ତି ଠାବ ହେବା ପରେ ଭିଜିଲାନ୍ସ ପକ୍ଷରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ସଂପର୍କୀତ ଏକାକାଳୀନ ୧୦ଟି  ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍ l ଏଥିରେ ଦଶ ଜଣ ଡିଏସପି ଓ ତିନି ଜଣ ଇନ୍ସପେକ୍ଟର ସାମିଲ ଥିଲେ। ଆୟବହିର୍ଭୁକ୍ତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିଲା।

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ସଂପର୍କୀତ ଏକାକାଳୀନ ୧୦ଟି  ସ୍ଥାନରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍ l ଏଥିରେ ଦଶ ଜଣ ଡିଏସପି ଓ ତିନି ଜଣ ଇନ୍ସପେକ୍ଟର ସାମିଲ ଥିଲେ। ଆୟବହିର୍ଭୁକ୍ତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିଲା। କାମାକ୍ଷାନଗରଠାରେ ଜଣେ ଡଏସପିଙ୍କ ନେତୃତ୍ବରେ ଚାଲିଥିଲାଚଢ଼ାଉ। କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ନାଆଁରେ ଏନେଇ ଦୀର୍ଘଦିନ ଧରି ଅଭିଯୋଗ ହୋଇଆସୁଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe