୮୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ

୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ଦରମା ବାହାରେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସସ୍ମିତାଙ୍କୁ ମହଙ୍ଗା ପଡ଼ିଛି l ମନରେଗା କାମ ପାଇଁ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍।

ଅଦ୍ୟତନ ହୋଇଛି
ୁୀ

ବରଗଡ଼: ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ। ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଡାଙ୍ଗବାହାଲ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ ସସ୍ମିତା ଓରାମ l

ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଗତ ଏକ ବର୍ଷ ହେବ ଚାକିରିରେ ଯୋଗଦାନ କରିଥିଲେ l  ଦରମା ବାହାରେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସସ୍ମିତାଙ୍କୁ ମହଙ୍ଗା ପଡ଼ିଛି l ମନରେଗା କାମ ପାଇଁ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe