ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ମୁଖ୍ୟଯନ୍ତ୍ରୀ

Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର ଏଣ୍ଡ ବେସିନ ମେନେଜର (ବୈତରଣୀ ବେସିନ)ର କୈଳାସ ଚନ୍ଦ୍ର ସାହୁ । ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି। ବର୍ତ୍ତମାନ ଯାଏ ୩୬ଟି ଜାଗା , ୩ଟି ଫ୍ଲାଟ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି ।

ପୂର୍ବତନ ଜୁନିଅର ଆକାଉଣ୍ଟାଣ୍ଟ ଚାକିରିରୁ ବହିଷ୍କୃତ

କେନ୍ଦୁଝର: ମୁଖ୍ୟଯନ୍ତ୍ରୀ କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟିତ୍ଵରେ ଅନେକ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାମରେ ବିଭିନ୍ନ ସମୟରେ ଦୁର୍ନୀତିର ଅନେକ ଅଭିଯୋଗ ହୋଇ ଆସୁଥିଲା। ଶେଷରେ ଆଜି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କର ଓଡ଼ିଶାର ୧୦ଟି ସ୍ଥାନରେ ଚଢାଉ ଚାଲିଛି।

ବର୍ତ୍ତମାନ ଯାଏ ୩୬ଟି ଜାଗା, ୩ଟି ଫ୍ଲାଟ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି । ଏଥି ସହ କେନ୍ଦୁଝର ଅଫିସ, ସରକାରୀ ବାସଭବନ, ଯାଜପୁରର କୋରେଇ ଓ ବ୍ୟାସନଗର, ଭୁବନେଶ୍ଵର, କଟକ ଓ ପୁରୀର ୧୦ଟି ଜାଗାରେ ଏକକାଳୀନ ଚଢାଉ ଚାଲିଛି। ତେବେ ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe