ଭିଜିଲାନ୍ସ ଜାଲରେ ଜୁନାଗଡ଼ ଥାନା ଏ ଏସ ମୁକୁନ୍ଦ ଖେମୁଣ୍ଡୁ

Advertisment

ଭିଜିଲାନ୍ସ  ଜାଲରେ ଜୁନାଗଡ଼ ଥାନା ଏ ଏସ ଆଇ ମୁକୁନ୍ଦ ଖେମୁଣ୍ଡୁ! ଗୋଇରାପଦର ଗାଁର ପ୍ରଭା ପୂଜାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫୦୦ ଟଙ୍କା ଲାଞ୍ଚ ମାଗିଥିଲେ! ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡ଼ିବସିଥିଲା ! 

Updated On

ଅଦ୍ୟତନ ହୋଇଛି
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଭବାନୀପାଟଣା: ଭିଜିଲାନ୍ସ  ଜାଲରେ ଜୁନାଗଡ଼ ଥାନା ଏ ଏସ ଆଇ ମୁକୁନ୍ଦ ଖେମୁଣ୍ଡୁ! ଗୋଇରାପଦର ଗାଁର ପ୍ରଭା ପୂଜାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫୦୦ ଟଙ୍କା ଲାଞ୍ଚ ମାଗିଥିଲେ! ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡ଼ିବସିଥିଲା ! 

ଜୁନାଗଡ଼ ଥାନା ଏ ଏସ ଆଇ ମୁକୁନ୍ଦ ଖେମୁଣ୍ଡୁ! ଗୋଇରାପଦର ଗାଁର ପ୍ରଭା ପୂଜାରୀଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ ମାଧ୍ୟମରେ ୩୫୦୦ ଟଙ୍କା ଲାଞ୍ଚ ମାଗିଥିଲେ! ଟଙ୍କା ନେବା ବେଳେ ପୂର୍ବରୁ ପ୍ରସ୍ତୁତ ଭିଜିଲାନ୍ସ ବିଭାଗ ମାଡ଼ିବସିଥିଲା ! ଏ ଏସ ଆଇ ଖେମୁଣ୍ଡୁ ଭିଜିଲାନ୍ସ ଦଳକୁ ଚକମା ଦେଇ ଥାନାରୁ ଚମ୍ପଟ ମାରିଥିଲେ। 

ଏ ଏସ ଆଇ ଖେମୁଣ୍ଡୁ ଭିଜିଲାନ୍ସ ଦଳକୁ ଚକମା ଦେଇ ଥାନାରୁ ଚମ୍ପଟ ମାରିଥିଲେ। ଭିଜିଲାନ୍ସ ବିଭାଗ  ୩୫୦୦ ଟଙ୍କା ଜବତ କରି ଗ୍ରାମରକ୍ଷୀଙ୍କୁ ଅଟକ ରଖି ଏ ଏସ ଆଇଙ୍କୁ ଧରିବାକୁ ଉଦ୍ୟମ ଜାରି ରଖିଥିଲା। ଭିଜିଲାନ୍ସ ଟିମ୍ ଏନେଇ ଅଧିକ ତଦନ୍ତ କରୁଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe