କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

Advertisment

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ତାଙ୍କର କେନ୍ଦୁଝର ଅଫିସ୍ , ବାସଭବନ, ଭଦ୍ରକ ପୈତୃକ ବାସଭବନ, ଭୂବନେଶ୍ଵର ଲକ୍ଷ୍ମୀସାଗରସ୍ଥିତ ନିଜ ଘର ଓ ଶ୍ୱଶୁର ଘର ଜାଗମରା ସମେତ ୭ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି।

vigillance

କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ଅଧୀକ୍ଷକ ସତ୍ୟପ୍ରକାଶ ସ୍ୱାଇଁଙ୍କ କେନ୍ଦୁଝର ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ଭୁବନେଶ୍ୱରରୁ ଏକ ଟିମ ସହ କେନ୍ଦୁଝର ଭିଜିଲାନ୍ସ ସହାୟତାରେ ଚଢ଼ାଉ ଜାରି ରହିଛି। ତାଙ୍କର କେନ୍ଦୁଝର ଅଫିସ୍ , ବାସଭବନ, ଭଦ୍ରକ ପୈତୃକ ବାସଭବନ, ଭୂବନେଶ୍ଵର ଲକ୍ଷ୍ମୀସାଗରସ୍ଥିତ ନିଜ ଘର ଓ ଶ୍ୱଶୁର ଘର ଜାଗମରା ଓ ନିଜ ଘର ମିଶି ୭ଟି ସ୍ଥାନରେ ଚଢାଉ ଚାଲିଛି।

 ଭିଜିଲାନ୍ସ ସୂତ୍ରରୁ ପ୍ରକାଶ ଯେ ଶ୍ରୀ ସ୍ୱାଇଁଙ୍କ ବିରୁଦ୍ଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଏକ ମାମଲା ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହୋଇଥିଲା। କୋର୍ଟଙ୍କ ନିର୍ଦ୍ଦେଶ ପରେ ଏହି ଚଢ଼ାଉ ଜାରି ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe