ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ନଗଦ କୋଟିଏ ଟଙ୍କା ଉଦ୍ଧାର

Advertisment

ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଜୟପୁର ସ୍ଥିତ ପ୍ରକଳ୍ପ ଅଧିକାରୀଙ୍କ ଘରେ ଚଢ଼ାଉ ବେଳେ ନଗଦ ଏକ କୋଟି ଟଙ୍କା ଉଦ୍ଧାର ହୋଇଥିବା ଜଣାପଡ଼ିଛି।

bhj

ମାଲକାନଗିରି: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳ ବିଭାଜିକା ପ୍ରକଳ୍ପ ଅଧିକାରୀ ଶାନ୍ତନୁ ମହାପାତ୍ରଙ୍କ ଘର ସମେତ ୮ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି। ଚଢ଼ାଉ ଜାରି ରହିଥିବାରୁ ସଠିକ ଆୟବହିର୍ଭୂତ ସମ୍ପତ୍ତି ବିଷୟରେ ଜଣାପଡ଼ିନାହିଁ।

ଜୟପୁର ସ୍ଥିତ ପ୍ରକଳ୍ପ ଅଧିକାରୀଙ୍କ ଘରେ ଚଢ଼ାଉ ବେଳେ ନଗଦ ଏକ କୋଟି ଟଙ୍କା ଉଦ୍ଧାର ହୋଇଥିବା ଜଣାପଡ଼ିଛି। ତଦନ୍ତ ପରେ ବିସ୍ତୃତ ବିବରଣୀ ଦିଆଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଏଣେ ମାଲକାନଗିରି ସ୍ଥିତ ଜଳ ବିଭାଜିକା ପ୍ରକଳ୍ପର ଅନ୍ୟ କର୍ମଚାରୀ ମୋହନ ମଣ୍ଡଳ, ବିସନ ମଣ୍ଡଳ ଏବଂ ଅମୀୟ ସାହୁଙ୍କ ଘରେ ମଧ୍ୟ ଚଢ଼ାଉ ଜାରି ରହିଛି।

 ମିଳିଥିବା ସୂଚନା ଅନୁଯାୟୀ ଜୟପୁର ସ୍ଥିତ ପ୍ରକଳ୍ପ ଅଧିକାରୀଙ୍କ ଘରେ ଚଢ଼ାଉ ବେଳେ ନଗଦ ଏକ କୋଟି ଟଙ୍କା ଉଦ୍ଧାର ହୋଇଥିବା ଜଣାପଡ଼ିଛି। ତଦନ୍ତ ପରେ ବିସ୍ତୃତ ବିବରଣୀ ଦିଆଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

ଏଣେ ମାଲକାନଗିରି ସ୍ଥିତ ଜଳ ବିଭାଜିକା ପ୍ରକଳ୍ପର ଅନ୍ୟ କର୍ମଚାରୀ ମୋହନ ମଣ୍ଡଳ, ବିସନ ମଣ୍ଡଳ ଏବଂ ଅମୀୟ ସାହୁଙ୍କ ଘରେ ମଧ୍ୟ ଚଢ଼ାଉ ଜାରି ରହିଛି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe