Advertisment

ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ

Advertisment

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରୁଥିବା ଜଣାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍।

ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରୁଥିବା ଜଣାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍।

vigillance

ଛତ୍ରପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀଙ୍କ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରୁଥିବା ଜଣାଯାଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ଉ କରୁଛି ଭିଜିଲାନ୍ସ ଟିମ୍। ସୂଚନା ଅନୁଯାୟୀ, ସୀତାରାମ ପାତ୍ରଙ୍କ ଛତ୍ରପୁର କାର୍ଯ୍ୟାଳୟ ସମେତ ବ୍ରହ୍ମପୁରର ୩ଟି ଓ ପୋଲସରାର ୨ଟି ସ୍ଥାନରେ ଚଢ଼ଉ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe