ଭିଜିଲାନ୍ସ ଜାଲରେ କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକ

Advertisment

କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛିl କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ସଂପର୍କୀତ ଏକାକାଳୀନ ୧୦ଟି  ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ l ଏଥିରେ ଦଶ ଜଣ ଡିଏସପି ଓ ତିନି ଜଣ ଇନ୍ସପେକ୍ଟର ସାମିଲ ଥିବା ଜଣାଯାଇଛି।

hj

କାମାକ୍ଷାନଗର: କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛିl କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ସଂପର୍କୀତ ଏକାକାଳୀନ ୧୦ଟି  ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ଟିମ୍ l ଏଥିରେ ଦଶ ଜଣ ଡିଏସପି ଓ ତିନି ଜଣ ଇନ୍ସପେକ୍ଟର ସାମିଲ ଥିବା ଜଣାଯାଇଛି।

ଆୟବହିର୍ଭୁକ୍ତ ସଂପତ୍ତି ଠୁଳ ଅଭିଯୋଗରେ କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଚାଲିଛିl କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ନାଆଁରେ ଏନେଇ ଦୀର୍ଘଦିନ ଧରି ଅଭିଯୋଗ ହୋଇଆସୁଥିଲା।

 ଆୟବହିର୍ଭୁକ୍ତ ସଂପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଛି। କାମାକ୍ଷାନଗରଠାରେ ଜଣେ ଡଏସପିଙ୍କ ନେତୃତ୍ବରେ ଚାଲିଛି ଚଢ଼ାଉ। କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କ ନାଆଁରେ ଏନେଇ ଦୀର୍ଘଦିନ ଧରି ଅଭିଯୋଗ ହୋଇଆସୁଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe