Advertisment

ଜୟପୁର: ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

Advertisment

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ଓ ପୌର ପାଳିକା ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ଆଜି ସକାଳୁ ଚଢ଼ାଉ କରୁଛି। ତାଙ୍କର ଭଡ଼ା ଘର ସମେତ ଆଉ କେତେକ ସ୍ଥାନରେ ବି ଏହି ଚଢ଼ାଉ ଜାରି ରହିଥିବାର ସୂଚନା ରହିଛି।

ଏସ୍‌ସିବି ଡାକ୍ତର ରବୀନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ରେଡ୍‌ ଘଟଣା: ୪୦୦ ଗ୍ରାମ ଅଳଙ୍କାର ଠାବ

ଜୟପୁର: ପୁଣି ଭିଜିଲାନ୍ସ ଜାଲରେ ଜଣେ ଯନ୍ତ୍ରୀ।  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ଓ ପୌର ପାଳିକାର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ଆଜି ସକାଳୁ ଚଢ଼ାଉ କରୁଛି। ତାଙ୍କର ଭଡ଼ା ଘର ସମେତ ଆଉ କେତେକ ସ୍ଥାନରେ ବି ଏହି ଚଢ଼ାଉ ଜାରି ରହିଥିବାର ସୂଚନା ରହିଛି।

 ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଜୟପୁର ବ୍ଲକ ଓ ପୌର ପାଳିକା ନିର୍ବାହୀ ଯନ୍ତ୍ରୀ ବିଶ୍ୱନାଥ ପାତ୍ରଙ୍କ ଘରେ ଭିଜିଲାନ୍ସ ଟିମ୍ ଆଜି ସକାଳୁ ଚଢ଼ାଉ କରୁଛି। ତାଙ୍କର ଭଡ଼ା ଘର ସମେତ ଆଉ କେତେକ ସ୍ଥାନରେ ବି ଏହି ଚଢ଼ାଉ ଜାରି ରହିଥିବାର ସୂଚନା ରହିଛି।

 ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe