ରାୟଗଡ଼ା: ରାୟଗଡ଼ା ଜିଲ୍ଲା କାଶୀପୁର ଫରେଷ୍ଟ ରେଞ୍ଜର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ଓ ଅଫିସରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଚଢ଼ାଉ କରିଛି I ବହୁଦିନ ହେଲା ଭିଜିଲାନ୍ସ ସ୍କାନରରେ ଏହି ବନବିଭାଗ ବିଭାଗ ଅଧିକାରୀ ରହିଥିଲେ I
/filters:format(webp)/sambad/media/media_files/2025/09/19/untitled-2025-09-19-08-21-01.png)
କାଶୀପୁର ଫରେଷ୍ଟ ରେଞ୍ଜର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନ ଓ ଅଫିସରେ ଭିଜିଲାନ୍ସ ଟିମ୍ ଚଢ଼ାଉ କରିଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ ଚଢ଼ାଉ କରିଛି I ବହୁଦିନ ହେଲା ଭିଜିଲାନ୍ସ ସ୍କାନରରେ ଏହି ବନବିଭାଗ ବିଭାଗ ଅଧିକାରୀ ରହିଥିଲେ I ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି I ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ I ଏନେଇଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
ଆଜି ଭୋର୍ ପ୍ରାୟ ୪ଟା ସମୟରୁ ଚଢ଼ାଉ ଆରମ୍ଭ ହୋଇଥିବା ଜଣାପଡ଼ିଛି I ଏକାସାଙ୍ଗେ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ସୂଚନା ରହିଛି। ଜୟପୁର ଭିଜିଲାନ୍ସ ଟିମ୍ ଏହି ଚଢ଼ାଉ କରୁଥିବା ବେଳେ ସମ୍ପତ୍ତି ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରିନାହିଁ I ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।
Follow Us