କଟକ: ଆଜି ୫ ଲକ୍ଷ କ୍ୟୁସେକ ପାଣି ଟପିଲା ମୁଣ୍ଡଳୀରେ। ଗତକାଲି ମୁଣ୍ଡଳୀରେ ୨ ଲକ୍ଷ ପାଣି ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଥିବା ବେଳେ, ଆଜି ସକାଳୁ ହଠାତ୍ ୫ ଲକ୍ଷ ୧୬ ହଜାର କ୍ୟୁସେକ ଜଳ ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଛି। ଏହାଫଳରେ କାଠଯୋଡ଼ିରେ ଜଳସ୍ତର ବୃଦ୍ଧି ପାଇଛି।
ଗତକାଲି ମୁଣ୍ଡଳୀରେ ୨ ଲକ୍ଷ ପାଣି ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଥିବା ବେଳେ, ଆଜି ସକାଳୁ ହଠାତ୍ ୫ ଲକ୍ଷ ୧୬ ହଜାର କ୍ୟୁସେକ ଜଳ ତଳିଆ ଅଞ୍ଚଳକୁ ପ୍ରବାହିତ ହେଉଛି। ଏହାଫଳରେ କାଠଯୋଡ଼ିରେ ଜଳସ୍ତର ବୃଦ୍ଧି ପାଇଛି।
ଉପରମୁଣ୍ଡରେ ବିଶେଷ କରି ସମ୍ବଲପୁରରେ ପ୍ରବଳ ବର୍ଷା ଯୋଗୁ ଏଭଳି ସ୍ଥିତି ଉପୁଜିଥିବା କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/09/26/untitled-2025-09-26-08-51-11.png)