ମହିଳା କନେଷ୍ଟବଳଙ୍କୁ ଚାପି ଦେଲା ଟ୍ରକ୍, ଘଟଣାସ୍ଥଳରେ ଚାଲିଗଲା ଜୀବନ

ତିର୍ତ୍ତୋଲରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା କନେଷ୍ଟବଳଙ୍କୁ ଚାପି ଦେଇଛି ଟ୍ରକ୍। ଏହାଫଳରେ ଘଟଣାସ୍ଥଳରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ସୁରୁଜା ମୁଣ୍ଡା।

dead woman

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା କନେଷ୍ଟବଳଙ୍କୁ ଚାପି ଦେଇଛି ଟ୍ରକ୍। ଏହାଫଳରେ ଘଟଣାସ୍ଥଳରେ ମହିଳା କନେଷ୍ଟବଳଙ୍କ ମୃତ୍ୟୁ ଘଟିଛି। ମୃତା ହେଲେ ସୁରୁଜା ମୁଣ୍ଡା।

ସେ ତିର୍ତ୍ତୋଲ ଥାନାରେ କନେଷ୍ଟବଳ ଭାବେ କାର୍ଯ୍ୟରତ ଥିବା ଜଣାଯାଇଛି। ଏହି ଅଘଟଣ ପରେ ସେଠାରେ ଚାପା ଉତ୍ତେଜନା ଦେଖାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe