ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ  ମହାବୀର କ୍ଷେତ୍ର ଦଶପଲ୍ଲାରୁ କାଠ ଗଲା

Advertisment

ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି। 

ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି। 

bhj

ଦଶପଲ୍ଲା: ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି। 

ଶ୍ରୀକ୍ଷେତ୍ରରେ ଚଳିତବର୍ଷ  ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ  ମହାବୀର କ୍ଷେତ୍ର ଦଶପଲ୍ଲାରୁ କାଠ ଗଲା। ଚଳିତ ବର୍ଷ  ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଛି ପ୍ରଥମ  ରଥ କାଠ, ଚଳିତ ବର୍ଷ  ବିଶ୍ଵନିୟନ୍ତାଙ୍କ ୩ ରଥ ନିର୍ମାଣ ପାଇଁ ଅସନ, ଧଉରା, ଫାଶୀ, ଶିମିଳି ପ୍ରଜାତିର ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବା ବେଳେ ,ପୂର୍ବ ବର୍ଷର ୫୧ ଖଣ୍ଡ କାଠ ଶ୍ରୀମନ୍ଦିର ପ୍ରଶାସନ ପାଖେ ଗଚ୍ଛିତ  ରହିଛି। ତେଣୁ ଚଳିତବର୍ଷ ଅବଶିଷ୍ଟ ୮୧୪ ଖଣ୍ଡ କାଠର ଆବଶ୍ୟକତା ରହିଛି।

ଶ୍ରୀକ୍ଷେତ୍ରରେ ଚଳିତବର୍ଷ  ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ପାଇଁ  ମହାବୀର କ୍ଷେତ୍ର ଦଶପଲ୍ଲାରୁ କାଠ ଗଲା। ଚଳିତ ବର୍ଷ  ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ମହାବୀର କ୍ଷେତ୍ର ଦଶପଲ୍ଲାରୁ ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଛି ପ୍ରଥମ  ରଥ କାଠ, ଚଳିତ ବର୍ଷ  ବିଶ୍ଵନିୟନ୍ତାଙ୍କ ୩ ରଥ ନିର୍ମାଣ ପାଇଁ ଅସନ, ଧଉରା, ଫାଶୀ, ଶିମିଳି ପ୍ରଜାତିର ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବା ବେଳେ ,ପୂର୍ବ ବର୍ଷର ୫୧ ଖଣ୍ଡ କାଠ ଶ୍ରୀମନ୍ଦିର ପ୍ରଶାସନ ପାଖେ ଗଚ୍ଛିତ  ରହିଛି । ତେଣୁ ଚଳିତବର୍ଷ ଅବଶିଷ୍ଟ ୮୧୪ ଖଣ୍ଡ କାଠର ଆବଶ୍ୟକତା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe