wounded dead body of young man rescued at daspalla Photograph: (sambad.in)
ଦଶପଲ୍ଲା: ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ପଙ୍କୁଆ-କଳସାଖମଣ ରାସ୍ତାର ଉଦୁଡ଼ା ଗାଁ ଠାରୁ ୨୦୦ମିଟର ଦୂରରେ ଜଣେ ଅଜଣା ଯୁବକଙ୍କ କ୍ଷତାକ୍ତ ମୃତଦେହ ରାସ୍ତାକଡ଼ରେ ପଡ଼ି ରହିଛି। ମୃତଦେହ ନିକଟରେ ଏକ ହ୍ୟାଣ୍ଡ ବ୍ୟାଗ୍ , ହେଲମେଟ ଓ ବାଇକ୍ ଥିବାବେଳେ ମୃତ ଯୁବକଙ୍କ ଡାହାଣ ଗୋଡ଼ରେ ଗଭୀର ଆଘାତ ଲାଗିଛି। ମୁହଁ ତଳକୁ କରି ପଡ଼ିରହିଛି ଯୁବକଙ୍କ ମୃତଦେହ।
ମାଓବାଦୀମାନେ ହତ୍ୟା କରିଥିବା ଚର୍ଚ୍ଚା
ଖବର ପାଇ ଦଶପଲ୍ଲା ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ସମସ୍ତ ସାମଗ୍ରୀ ଜବତ କରି ସବୁ ଦିଗକୁ ଅନୁଧ୍ୟାନ କରି ତଦନ୍ତ ଚଳାଇଛି। ସେପଟେ ଗତ କିଛି ଦିନ ଧରି ଦଶପଲ୍ଲା ଅଞ୍ଚଳର ଚଢ଼େୟାପଲି ଜଙ୍ଗଲରେ ମାଓବାଦୀ ଥିବା ନେଇ ଚର୍ଚ୍ଚା ହେଉଛି।
ଆହୁରି ପଢ଼ନ୍ତୁ: Odisha Govt 58 Cold Stores ସବ୍ ଡିଭିଜନ୍ ସ୍ତରରେ ୫୮ ଟି ଶୀତଳଭଣ୍ଡାର ନିର୍ମାଣ ଲକ୍ଷ୍ୟ, ୨୫୨ କୋଟି ଟଙ୍କା ବ୍ୟୟବରାଦ
ମାଓବାଦୀମାନେ ହତ୍ୟା କରିଥିବା ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର୍ ଧରିଛି।
ଆହୁରି ପଢ଼ନ୍ତୁ:Murder Main Accused Arrested ଜମି ବିବାଦକୁ କେନ୍ଦ୍ର କରି ହତ୍ୟାକାଣ୍ଡ, ମୁଖ୍ୟ ଅଭିଯୁକ୍ତ ଓ ୫ ସହଯୋଗୀଙ୍କୁ ବାନ୍ଧିଲା ପୁଲିସ
Follow Us