ଯୁବ ବ୍ୟବସାୟୀଙ୍କ ହତ୍ୟା ମାମଲା, ଦୁଇ ଅଭିଯୁକ୍ତ ଗିରଫ

Advertisment

ବୌଦ୍ଧ ବାଇପାସ୍ ରାସ୍ତାରେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ପୁଲି ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ତେବେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଫେରାର ରହିଛି। ଦୁଇ ଗିରଫ ଅଭିଯୁକ୍ତ ହେଲେ ଆଶିଷ ଲୁହା(୧୯) ଓ ଆସିନ ଦୀପ(୧୮)।

ବୌଦ୍ଧ ବାଇପାସ୍ ରାସ୍ତାରେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ପୁଲି ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ତେବେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଫେରାର ରହିଛି। ଦୁଇ ଗିରଫ ଅଭିଯୁକ୍ତ ହେଲେ ଆଶିଷ ଲୁହା(୧୯) ଓ ଆସିନ ଦୀପ(୧୮)।

ୂର

ବୌଦ୍ଧ: ବୌଦ୍ଧ ବାଇପାସ୍ ରାସ୍ତାରେ ଯୁବ ବ୍ୟବସାୟୀଙ୍କୁ ହତ୍ୟା ଘଟଣାରେ ପୁଲି ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସଫଳ ହୋଇଛି। ତେବେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ଫେରାର ରହିଛି। ବୌଦ୍ଧ ବଜାର ଅଞ୍ଚଳର ମନୋଜ ପାତ୍ର (୩୮)ଙ୍କୁ ଲୁଟ୍ ପାଇଁ ହତ୍ୟା କରାଯାଇଥିବା ପୁଲିସ ତଦନ୍ତରୁ ଜଣାପଡ଼ିଛି। ମନୋଜ ପାତ୍ରଙ୍କୁ ଛୁରୀରେ ଆକ୍ରମଣ କରାଯିବା ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଦୁଇ ଗିରଫ ଅଭିଯୁକ୍ତ ହେଲେ ଆଶିଷ ଲୁହା(୧୯) ଓ ଆସିନ ଦୀପ(୧୮)। ଅଭିଯୁକ୍ତମାନଙ୍କ ନିକଟରୁ ଏକ ସ୍କୁଟି ଓ ମୋବାଇଲ୍ ଜବତ କରିଛି। ଏନେଇ ବୌଦ୍ଧ ଆରକ୍ଷୀ ଅଧୀକ୍ଷକ ରାହୁଲ ଗୋଏଲ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି।

ମନୋଜ ପାତ୍ରଙ୍କୁ ଗତ ୨୭ ତାରିଖ ସନ୍ଧ୍ୟା ପ୍ରାୟ ୬ଟାରେ ଆଶିଷ ଲୁହା(୧୯) ଓ ଆସିନ ଦୀପ(୧୮) ଓ ଆଉଜଣେ ଅଭିଯୁକ୍ତ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ମନୋଜଙ୍କ ରକ୍ତଜୁଡୁବୁଡୁ ଶରୀର ପଡ଼ିଥିବା ବେଳେ ଯୁବକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ମନୋଜଙ୍କ ବେକ, ଛାତି ସହ ଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଏହି ହତ୍ୟାକାଣ୍ଡ ପରେ ବାଇପାସ ଦେଇ ଯାଉଥିବା ଲୋକେ ପୁଲିସକୁ ଖବର ଦେଇଥିଲେ। ସୂଚନା ପାଇ ବୌଦ୍ଧ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ମନୋଜଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିଲା।

ସୂଚନାଯୋଗ୍ୟ, ମନୋଜ ପାତ୍ରଙ୍କୁ ଗତ ୨୭ ତାରିଖ ସନ୍ଧ୍ୟା ପ୍ରାୟ ୬ଟାରେ ଦୁର୍ବୃତ୍ତମାନେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ। ମନୋଜଙ୍କ ରକ୍ତଜୁଡୁବୁଡୁ ଶରୀର ପଡ଼ିଥିବା ବେଳେ ଯୁବକମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ମନୋଜଙ୍କ ବେକ, ଛାତି ସହ ଦେହର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଥିଲା। ଏହି ହତ୍ୟାକାଣ୍ଡ ପରେ ବାଇପାସ ଦେଇ ଯାଉଥିବା ଲୋକେ ପୁଲିସକୁ ଖବର ଦେଇଥିଲେ।

ସୂଚନା ପାଇ ବୌଦ୍ଧ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ରକ୍ତ ଜୁଡୁବୁଡୁ ଅବସ୍ଥାରେ ମନୋଜଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପଠାଇଥିଲା। କିନ୍ତୁ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ। ପୁଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଥିଲା। 

arrest

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe