ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା, ପଶ୍ଚିମଦ୍ଵାରର ନିକଟରୁ ଧରାପଡ଼ିଲେ ବଙ୍ଗୀୟ ଯୁବକ

Advertisment

ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା ବେଳେ ପଶ୍ଚିମବଙ୍ଗର ଯୁବକ ପ୍ରତିଶ ପାଲ ଥାନାରେ ଅଟକ ଅଛନ୍ତି। ତାଙ୍କ ଘର ପଶ୍ଚିମ ବର୍ଦ୍ଧମାନରେ ବୋଲି ଜଣାଯାଇଛି ।

ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା ବେଳେ ପଶ୍ଚିମବଙ୍ଗର ଯୁବକ ପ୍ରତିଶ ପାଲ ଥାନାରେ ଅଟକ ଅଛନ୍ତି। ତାଙ୍କ ଘର ପଶ୍ଚିମ ବର୍ଦ୍ଧମାନରେ ବୋଲି ଜଣାଯାଇଛି ।

bh

ପୁରୀ: ପୁଣି ହିଡେନ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା ବେଳେ ପୁଲିସ ଅଟକାଇଥିଲେ। ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା ବେଳେ ପଶ୍ଚିମବଙ୍ଗର ଯୁବକ ପ୍ରତିଶ ପାଲ ଥାନାରେ ଅଟକ ଅଛନ୍ତି। ତାଙ୍କ ଘର ପଶ୍ଚିମ ବର୍ଦ୍ଧମାନରେ ବୋଲି ଜଣାଯାଇଛି ।

ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା ବେଳେ ପୁଲିସ ଅଟକାଇଥିଲେ। ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା ବେଳେ ପଶ୍ଚିମବଙ୍ଗର ଯୁବକ ପ୍ରତିଶ ପାଲ ଥାନାରେ ଅଟକ ଅଛନ୍ତି। ତାଙ୍କ ଘର ପଶ୍ଚିମ ବର୍ଦ୍ଧମାନରେ ବୋଲି ଜଣାଯାଇଛି । ପ୍ରତିଶ ପାଲଙ୍କୁ ଥାନାରେ ଅଟକ ରଖାଯାଇ ମୋବାଇଲକୁ ଯାଞ୍ଚ କରାଯାଉଛି। ଚଷମା ଜବତ କରାଯାଇଛି।

 ପ୍ରତିଶ ପାଲଙ୍କୁ ଥାନାରେ ଅଟକ ରଖାଯାଇ ମୋବାଇଲକୁ ଯାଞ୍ଚ କରାଯାଉଛି। ଚଷମା ଜବତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe