ଫ୍ରିଜରୁ ବିଦ୍ୟୁତ ଆଘାତର ଶିକାର ହୋଇ ଚାଲିଗଲା ଯୁବକଙ୍କ ଜୀବନ

ଔପଦା ବ୍ଲକ ବଧି ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଉପେନ୍ଦ୍ର ନାଥ ମଲିକଙ୍କର ଫ୍ରିଜରୁ ବିଦ୍ୟୁତ ଆଘାତର ଶିକାର ହୋଇ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

mkl

ସୋର: ଫ୍ରିଜରୁ ବିଦ୍ୟୁତ ଆଘାତର ଶିକାର ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଔପଦା ବ୍ଲକ ବଧି ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଉପେନ୍ଦ୍ର ନାଥ ମଲିକ ବଧି ବଜାରରେ ଏକ ତେଜରାତି ଦୋକାନ କରିଛନ୍ତି। ପ୍ରତିଦିନ ଭଳି ଆଜି ସକାଳେ ଦୋକାନ ଖୋଲିବାକୁ ଯାଇଥିବା ବେଳେ ଦୋକାନରେ ଥିବା ଫ୍ରିଜରୁ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ।

ଫ୍ରିଜରୁ ବିଦ୍ୟୁତ ଆଘାତର ଶିକାର ହୋଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ଅନୁସାରେ ଔପଦା ବ୍ଲକ ବଧି ପଞ୍ଚାୟତ ବଡ଼ପୋଖରୀ ଗ୍ରାମର ଉପେନ୍ଦ୍ର ନାଥ ମଲିକ ବଧି ବଜାରରେ ଏକ ତେଜରାତି ଦୋକାନ କରିଛନ୍ତି। ପ୍ରତିଦିନ ଭଳି ଆଜି ସକାଳେ ଦୋକାନ ଖୋଲିବାକୁ ଯାଇଥିବା ବେଳେ ଦୋକାନରେ ଥିବା ଫ୍ରିଜରୁ ବିଦ୍ୟୁତ ଆଘାତର ଶିକାର ହୋଇଥିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe