ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ
ଗଞ୍ଜାମ ଜିଲ୍ଲା ଗୋପାଳପୁର ଜଙ୍କସନ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି | ଜଣେ ଯୁବକଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)