ଟ୍ରକ୍ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ

Advertisment

ଗଞ୍ଜାମ ଜିଲ୍ଲା ଗୋପାଳପୁର ଜଙ୍କସନ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି | ଜଣେ ଯୁବକଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି।

ଗଞ୍ଜାମ ଜିଲ୍ଲା ଗୋପାଳପୁର ଜଙ୍କସନ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି | ଜଣେ ଯୁବକଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି।

Dead

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ଜଙ୍କସନ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ରକ୍ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି | ଜଣେ ଯୁବକଙ୍କ ଉପରେ ଏକ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe