publive-imageମେଷ: ପାରିବାରିକ ସୁଖ ବୃଦ୍ଧି ହେବ। ପଡ଼ୋଶୀ ଆପଣଙ୍କ ସହିତ ଲାଗି ରହିଥିବା ମନାନ୍ତର ପାସୋରି ବନ୍ଧୁତାର ହାଇ ବଢ଼ାଇବେ। ବେପାରରେ ଆର୍ଥିକ ଲାଭ ହେବ। ଲେଖାପଢ଼ାରେ ଆପଣଙ୍କର ଏକାଗ୍ରତା ବଢ଼ିବ। ‌

Advertisment

publive-imageବୃଷ: ଆପଣଙ୍କ ସହିତ ସବୁ ଭଲ ହେବ। ଧନଲାଭର ଯୋଗ ରହିଛି। ଜୀବନସାଥୀ ସହିତ କୌଣସି କଥାକୁ ନେଇ ମତଭେଦ ହୋଇପାରେ। ଚାକିରିଜୀବୀଙ୍କୁ ଉନ୍ନତି ପାଇଁ ନୂଆ ଅବସର ମିଳିବ। ‌

publive-imageମିଥୁନ: ଦିନଟି ଆପଣଙ୍କ ଲାଗି ଆତ୍ମବିଶ୍ବାସ ଓ ଆଶାଯୁକ୍ତ ରହିବ। ଦୀର୍ଘ ଦିନରୁ ଭାବିଥିବା କାମ ପୂରା ହେବ। ଚାକିରି ବୃତ୍ତିରେ ନୂଆ ଉପାୟ ଗହଣ କରିବାକୁ ଚେଷ୍ଟା କରନ୍ତୁ। ବିଦ୍ୟାର୍ଥୀଙ୍କ ମନ ଲେଖାପଢ଼ାରେ ଲାଗିବ। ‌

publive-image

କର୍କଟ: ଦିନଟି ଉତ୍ସାହପୂର୍ଣ୍ଣ ରହିବ। ସମୟ ବନ୍ଧୁମାନଙ୍କ ସହିତ ବିତିବ। ଅଧୁରା କାମ ଆଗକୁ ବଢ଼ାଇବେ। ପୁଞି ବଜାରରେ ଲାଭ ପାଇବେ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ସାମାନ୍ୟ ରହିବ। ‌

publive-imageସିଂହ: ଜରୁରୀ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ ହୋଇଯିବ। ଜମି ବ୍ୟବସାୟୀ ଡ଼ିଲ୍ କରିବା ପାଇଁ କିଛି ଦିନ ଅପେକ୍ଷା କରିଯାଆନ୍ତୁ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ। ‌

publive-imageକନ୍ୟା: ଆପଣଙ୍କ ମନରେ ସକାରାତ୍ମକ ବିଚାର ଆସିବ। ଅଧିକରୁ ଅଧିକ ସମୟ ଜୀବନସାଥୀଙ୍କୁ ଦିଅନ୍ତୁ ସମ୍ବନ୍ଧରେ ମଧୁରତା ଆସିବ। ଡ଼ାକ୍ତରୀ ଛାତ୍ରଛାତ୍ରୀଙ୍କୁ କିଛି ନୂଆ ଶିଖିବାକୁ ମିଳିବ। ‌

publive-imageତୁଳା: ଦୀର୍ଘ ଦିନର କାମ ସଂପୂର୍ଣ୍ଣ କରିବା ପାଇଁ ବନ୍ଧୁର ସାହାଯ୍ୟ ପାଇବେ। ଅଫିସରେ ସହକର୍ମୀ ଆପଣଙ୍କର ସମ୍ମାନ କରିବେ। ଶିକ୍ଷାର୍ଥୀ ଲେଖାପଢ଼ାରେ ମନୋଯୋଗ ଦିଅନ୍ତୁ।

publive-imageବିଛା: ଯାହା ବି କାମ ସଂପୂର୍ଣ୍ଣ କରିବାକୁ ଭାବିବେ ତାକୁ ଅଧିକ ପରିଶ୍ରମ ଓ ଏକାଗ୍ରତାରେ ପୂରା କରିନେବେ। ଧନଲାଭର ନୂଆ ମାର୍ଗ ଦୃଷ୍ଟିଗୋଚର ହେବ। ପାରିବାରିକ ଜୀବନ ସୁଖକର ହେବ।

publive-image
ଧନୁ: ଆପଣଙ୍କର ଧ୍ୟାନ ଅଧ୍ୟାତ୍ମିକ ଦିଗରେ ଲାଗି ରହିବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ବିବାହିତଙ୍କ ଲାଗି ଦିନଟି ଭଲ ରହିବ।

publive-image

ମକର: ଘରର ନୂଆ ଦାୟିତ୍ବ ସମ୍ଭାଳିବାକୁ ପଡ଼ିପାରେ। ଅଫିସରେ ସହକର୍ମୀଙ୍କ ଭୁଲ୍ ପାଇଁ ତାଙ୍କ ଉପରେ ବିରକ୍ତି ନହୋଇ ତାଙ୍କୁ କ୍ଷମା କରିଦିଅନ୍ତୁ। ବ୍ୟବସାୟରେ ଆଶାଜନକ ଫଳ ପାଇବେ।

publive-image

କୁମ୍ଭ: ଆପଣଙ୍କର ବୁଝିବା ଶକ୍ତି ଓ ଶିଷ୍ଟାଚାରରେ ଲୋକେ ପ୍ରଭାବିତ ହେବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ।

publive-image

ମୀନ: ଅଫିସରେ କୌଣସି ଜରୁରୀ କାମର ଉପରିସ୍ଥ କର୍ମଚାରୀ ସାହାଯ୍ୟ କରିବେ। ସଙ୍ଗୀତ କ୍ଷେତରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। ପରିବାରରେ ସୁଖ ଶାନ୍ତିର ମାହୋଲ ରହିବ।