ସେଓ ଖାଇବାର ତୁରନ୍ତ ପରେ ଖାଆନ୍ତୁ ନାହିଁ ଏହି ଜିନିଷ

Advertisment
ସେଓ ଖାଇବାର ତୁରନ୍ତ ପରେ ଖାଆନ୍ତୁ ନାହିଁ ଏହି ଜିନିଷ

facingacne.com

ପ୍ରତିଦିନ ସକାଳେ ଗୋଟିଏ ସେଓ ଖାଇବା ଦ୍ୱାରା ଶରୀରକୁ ଅନେକ ଫାଇଦା ମିଳିଥାଏ। ଶରୀର ରୋଗମୁକ୍ତ ହେବା ସହ ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢ଼ିଥାଏ। କିନ୍ତୁ ଯଦି ଆପଣ ଏହାକୁ ଭୁଲ ସମୟରେ ଖାଉଛନ୍ତି ବା ଭୁଲ ଜିନିଷ ସହ ଖାଉଛନ୍ତି ତେବେ ଶରୀର ଉପରେ ଏହାର ଭଲ ପ୍ରଭାବ ପଡ଼ିବା ଅପେକ୍ଷା ଖରାପ ପ୍ରଭାବ ପଡ଼ିଥାଏ। ଆଜି ଆମେ ଆପଣଙ୍କୁ ଜଣାଇବୁ ସେଓ ଖାଇବାର ତୁରନ୍ତ ପରେ କେଉଁ ସବୁ ଜିନିଷ ଖାଇବା ଅନୁଚିତ।

୧.ସେଓ ଖାଇବା ପରେ ଭୁଲରେ ମଧ୍ୟ ପାଣି ପିଅନ୍ତୁ ନାହିଁ। ଅତି କମରେ ସେଓ ଖାଇବାର ଏକ ଘଣ୍ଟା ପରେ ପାଣି ପିଇବା ପାଇଁ ଚେଷ୍ଟା କରନ୍ତୁ। ଏପରି ନ କରିବା ଦ୍ୱାରା କଫ ସମସ୍ୟା ଦେଖା ଯାଇଥାଏ ।
୨.କିଛି ଲୋକ ସେଓ ଖାଇବା ପରେ ଖଟା ଜାତୀୟ ଖାଦ୍ୟ ଖାଇଥାନ୍ତି। ସେଓ ଖାଇବା ପରେ ଆଚାର ବା ଅନ୍ୟ ଖଟାଜାତୀୟ ଖାଦ୍ୟ ଖାଇବା ଦ୍ୱାରା ଗ୍ୟାସ୍‌ ସୃଷ୍ଟି ହୋଇଥାଏ ।

Related image୩.ସେଓ ଖାଇବାର ତୁରନ୍ତ ପରେ ମୂଳା ଖାଆନ୍ତୁ ନାହିଁ। ଏପରି କଲେ ଶରୀରରେ ଧଳା ରଙ୍ଗର ଦାଗ ଦେଖା ଯାଇଥାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe