ଓଜନ ବଢ଼ିଯାଉଛି କି! ଶୋଇବା ପୂର୍ବରୁ କରନ୍ତୁ ଏହି କାମ!

Advertisment
ଓଜନ ବଢ଼ିଯାଉଛି କି! ଶୋଇବା ପୂର୍ବରୁ କରନ୍ତୁ ଏହି କାମ!

photo-rebootwithjoe.com

ବିଳମ୍ବିତ ରାତ୍ରିରେ ଭୋଜନ କରିବା ପରେ ସଙ୍ଗେ ସଙ୍ଗେ ଶୋଇଲେ ଓଜନ ବଢ଼ିଯାଇଥାଏ ବୋଲି ସାଧାରଣରେ ବିଶ୍ୱାସ ରହିଛି।କିନ୍ତୁ ଏମିତି କିଛି ପାନୀୟ ଅଛି ଯାହାକୁ ଶୋଇବା ପୂର୍ବରୁ ପିଇଲେ,ଓଜନ ବୃଦ୍ଧି ପାଇବ ନାହିଁ।
ପ୍ରଥମଟି ହେଲା ଦୁଗ୍ଧ ପାନ । ଶୋଇବା ପୂର୍ବରୁ ଏକ ଗ୍ଲାସ ଦୁଧ ପିଇଲେ ଖୁବ୍‌ ଭଲ ନିଦ ଆସେ। ତା’ଛଡ଼ା ଶରୀରରେ ଯେତେ ଚାପ ଥିଲେ ମଧ୍ୟ ତାହା କମିବା ସହିତ ଶରୀରର ଓଜନ ମଧ୍ୟ କମିଥାଏ।ରାତିରେ ଶୟନ ପୂର୍ବରୁ ଅଙ୍ଗୁର ଜୁସ୍‌ ପିଇଲେ ମଧ୍ୟ ଭଲ ନିଦ ଆସେ ଓ ଫ୍ୟାଟ୍‌ନେସ୍‌ କମିଥାଏ।ଠିକ୍‌ ସେହିପରି ଲୋ କାଲୋରି ସୋୟା ମିଲ୍‌କ ସେବନ କରିଲେ ମଧ୍ୟ ଓଜନ ହ୍ରାସ ପାଇଥାଏ।ଏଥିରେ ଆଦୌ କ୍ୟାଲୋରି ନଥାଏ।

publive-image photo-youtube

କେମୋ ମାଇଲ୍‌ ଟି ସେବନ କରି ମଧ୍ୟ ଓଜନ କମିଥାଏ।ଏହି ଚାହା ପିଇଲେ ଗ୍ଲିସେରିନ୍‌ର ସ୍ତରରେ ବୃଦ୍ଧି ପାଇଥାଏ।ଖାଲି ସେତିକି ନୁହେଁ ଏହା ଶରୀରର ଯନ୍ତ୍ରଣା ଦୂର କରିବା ସହିତ ମସ୍ତିଷ୍କକୁ ଶାନ୍ତ ରଖେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe