ସବୁଜ ଚା’ ନା ନିମ୍ବ ପତ୍ର କେଉଁଟି ଭଲ କେଶ ପାଇଁ?

Advertisment

ଦୀର୍ଘ ଓ ଘନ କେଶ କାହାକୁ ବା ପସନ୍ଦ ନୁହେଁ? ଉଭୟ ପୁରୁଷ ଓ ମହିଳାଙ୍କୁ ଘନ କେଶ ପସନ୍ଦ। ହେଲେ ଉତ୍ତମ କେଶ ମନକୁ ମନ ହୋଇଯାଏନି। ସେଥିପାଇଁ ଆମକୁ କିଛି ଘରୋଇ ଉପଚାର କରିବାକୁ ପଡ଼ିଥାଏ। ଆଜିକାଲି ଲୋକ ଅନେକ ଘରୋଇ ଉପଚାର ଆପଣଉଛନ୍ତି ମଧ୍ୟ। 

ଦୀର୍ଘ ଓ ଘନ କେଶ କାହାକୁ ବା ପସନ୍ଦ ନୁହେଁ? ଉଭୟ ପୁରୁଷ ଓ ମହିଳାଙ୍କୁ ଘନ କେଶ ପସନ୍ଦ। ହେଲେ ଉତ୍ତମ କେଶ ମନକୁ ମନ ହୋଇଯାଏନି। ସେଥିପାଇଁ ଆମକୁ କିଛି ଘରୋଇ ଉପଚାର କରିବାକୁ ପଡ଼ିଥାଏ। ଆଜିକାଲି ଲୋକ ଅନେକ ଘରୋଇ ଉପଚାର ଆପଣଉଛନ୍ତି ମଧ୍ୟ। 

New Project (1)

ଦୀର୍ଘ ଓ ଘନ କେଶ କାହାକୁ ବା ପସନ୍ଦ ନୁହେଁ? ଉଭୟ ପୁରୁଷ ଓ ମହିଳାଙ୍କୁ ଘନ କେଶ ପସନ୍ଦ। ହେଲେ ଉତ୍ତମ କେଶ ମନକୁ ମନ ହୋଇଯାଏନି। ସେଥିପାଇଁ ଆମକୁ କିଛି ଘରୋଇ ଉପଚାର କରିବାକୁ ପଡ଼ିଥାଏ। ଆଜିକାଲି ଲୋକ ଅନେକ ଘରୋଇ ଉପଚାର ଆପଣଉଛନ୍ତି ମଧ୍ୟ। 

କେଶକୁ ବଢ଼ାଇବା ପାଇଁ ଲୋକ ସବୁଜ ଚା’ ଓ ନିମ୍ବ ପତ୍ରକୁ ପ୍ରୟୋଗ କରିଥାନ୍ତି। ମାତ୍ର ଏହି ଦୁଇଟି ପତ୍ର ମଧ୍ୟରୁ କେଉଁଠି ଆପଣଙ୍କ କେଶ ପାଇଁ ଅଧିକ ଲାଭକାରୀ ଜାଣନ୍ତି କି? ଏହି କଥା ଅଧିକାଂଶ ଲୋକ ଜାଣନ୍ତି ନାହିଁ। ଚାଲନ୍ତୁ ଜାଣିବା ଉତ୍ତମ କେଶ ପାଇଁ କାହାର ପ୍ରୟୋଗ କରିବା ଉଚିତ। 

ସବୁଜ ଚା’ ପତ୍ର ଏ ଦୃଷ୍ଟିରୁ ବହୁତ ଭଲ। ସବୁଜ ଚା’ ପିଇବା ଯେପରି ଭଲ ତାହାକୁ ବାଟିକି ମୁଣ୍ଡରେ ଲେପ ଦେବା ବି ଭଲ ହୋଇଥାଏ। ନିମ୍ବ ପତ୍ରକୁ ବି ଲେପ କରି କେଶରେ ଲଗାଇବା ଭଲ। ଏହି ନିମ୍ବ ପତ୍ର କେଶରୁ ଉକୁଣି ସମସ୍ୟା ବି ଦୂର କରିଥାଏ।

ସବୁଜ ଚା’ ଓ ନିମ୍ବ ପତ୍ରର ସ୍ପ୍ରେ ବି ସପ୍ତାହକୁ ଥରେ ଦୁଇ ଥର କରିବା ଭଲ। ସବୁଜ ଚା’ରେ ଥିବା ଆଣ୍ଟି ଅକ୍ସିଡାଣ୍ଟ୍‌ କେଶର ବୃଦ୍ଧି ପାଇଁ ଖୁବ୍‌ ଭଲ କାମ କରେ। 

ସେହିପରି ନିମ୍ବରେ ରହିଛି ଆଣ୍ଟି ବାକ୍ଟେରିୟାଲ୍‌ ଏବଂ ଆଣ୍ଟି ଫଙ୍ଗଲ ଗୁଣ। ଯାହାକି କେଶକୁ ରୂପି ସମସ୍ୟାରୁ ରକ୍ଷା କରେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe