୭ ଦିନ ଖାଆନ୍ତୁ କେବଳ ଦୁଇଟି ଗୁଜୁରାତି, ବୈବାହିକ ଜୀବନ ସୁଖମୟ ହେବା ସହ ମିଳିବ ଅନେକ ଫାଇଦା

ଗୁଜୁରାତି ପ୍ରାୟ ସବୁ ଭାରତୀୟ ରୋଷେଇ ଘରେ ମିଳିଥାଏ । ଏହାର ବ୍ୟବହାର ସାଧାରଣତଃ ଲୋକମାନେ ଖାଇବା ବା ଚା’ର ସ୍ୱାଦ ବଢ଼ାଇବା ପାଇଁ ବ୍ୟବହାର କରିଥାନ୍ତି । ଏହି ଦୁଇଟି କାମ ଅପେକ୍ଷା ଗୁଜୁରାତି ଖାଇବା ଦ୍ୱାରା ଶରୀରକୁ ଅନେକ ଫାଇଦା ମିଳିଥାଏ । ଏହାକୁ ଖାଇବା ଦ୍ୱାରା ଅନେକ ଶାରୀରିକ ସମସ୍ୟା ଦୂର ହୋଇଥାଏ । ତେବେ ଆସନ୍ତୁ ଜାଣିବା ଏହାର ଫାଇଦା ବିଷୟରେ।

୧.ଗୁଜୁରାତି ଖାଇବା ଦ୍ୱାରା ଏଥିରେ ଥିବା ଗୁଣ ବିବାହ ପରେ ଯୌନ ଜୀବନକୁ ସୁଖମୟ ରଖିଥାଏ । ଏହା ସହ ନଂପୁସକତା ଦୂର ଲାଗି ଏହା ଲାଭଦାୟକ ହୋଇଥାଏ ।
୨.ଦାନ୍ତ ଘଷିବା ପରେ ମଧ୍ୟ କିଛି ଲୋକଙ୍କ ମୁହଁରୁ ଦୁର୍ଗନ୍ଧ ବାହାରିଥାଏ । ଏହାକୁ ଦୂର କରିବା ପାଇଁ ସେମାନେ ବିଭିନ୍ନ ପ୍ରକାରର ମାଉଥ୍‌ ଫ୍ରେସନର ବ୍ୟବହାର କରିଥାନ୍ତି । କିନ୍ତୁ ସେଥିରୁ ମଧ୍ୟ କୌଣସି ଲାଭ ମିଳି ନ ଥାଏ । ଏତେ ସବୁ କରିବା ଅପେକ୍ଷା ଗୋଟିଏ ଗୁଜୁରାତି ଖାଇ ନିଅନ୍ତୁ । ଯାହାର ଫାଇଦା ଆପଣମାନେ ଜାଣି ପାରିବେ ।

Edison Institute of Nutrition

୩.ଆଜିକାଲି ଲୋକମାନଙ୍କର ପାଖରେ ପାଚକତନ୍ତ୍ରର ସମସ୍ୟା ସାଧାରଣ ହୋଇଗଲାଣି । ଏଭଳି ସମସ୍ୟା ଥିଲେ ପ୍ରତିଦିନ ଗୁଜୁରାତି ସେବନ କରନ୍ତୁ । ଏହା ଦ୍ୱାରା ପାଚକତନ୍ତ୍ର ସମ୍ବନ୍ଧିତ ସମସ୍ୟା ଦୂର ହୋଇଥାଏ ।
୪.ଗଳା ଦରଜ ହେଉଥିଲେ ବା କାଶ ହେଉଥିଲେ ଗରମ ପାଣି ସହିତ ଗୋଟିଏ ଗୁଜୁରାତି, ଖଣ୍ଡେ ଅଦା,ଗୋଟିଏ ଲବଙ୍ଗ ଏବଂ ୩-୪ଟି ତୁଳସୀ ପତ୍ର ଖାଆନ୍ତୁ । ଏପରି କଲେ ଗଳାର ସମସ୍ୟା ଦୂର ହୋଇଥାଏ ।

ସମ୍ବନ୍ଧିତ ଖବର