publive-imageମେଷ: ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଘଟିପାରେ। ବ୍ୟବସାୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ। ଦିବା ୦୮ା୪୨ ଗତେ ସୁଖସମ୍ପଦ ଲାଭ ହେବ। ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି। ଯାନବାହନରେ ସୁଖ ପାଇବେ। ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ। ନିଜର କୃତିତ୍ୱ ପାଇଁ ସମ୍ମାନିତ ହେବେ।

Advertisment

publive-imageବୃଷ: ଦୁଃଖ, ଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ କରନ୍ତୁ। ଦିବା ୦୮ା୪୨ ଗତେ ଆର୍ଥିକ କାରବାରରେ ଲାଭ ମିଳିବ। ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଘଟିପାରେ। ବ୍ୟବସାୟରେ ଉନ୍ନତି ଘଟିବ। ଚାକିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ।

publive-imageମିଥୁନ: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ। ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ। କିନ୍ତୁ ଯେଉଁ କାମର ଦାୟିତ୍ୱ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ। କଥାରେ ଖିଲାପ କରନ୍ତୁ ନାହିଁ। ଦିବା ୦୮ା୪୨ ଗତେ ଦୁଃଖ, ଯାତନା ସହ ମାନସିକ ଉଦ୍‌ବେଗ ଦେଖାଦେଇପାରେ। ଦୀନତା, ରୋଗ, ଶୋକ, ଘେରିଧରିବ। କାର୍ଯ୍ୟରେ ବିଘ୍ନ ଉପୁଜିବ। ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ କରନ୍ତୁ ।

publive-image

କର୍କଟ: କାର୍ଯ୍ୟରେ ସଫଳତା ମିଳିବ। ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ। ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ। ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି। ସ୍ୱାମୀ-ସ୍ତ୍ରୀ ସମ୍ବନ୍ଧ ଭଲ ରହିବ। ବନ୍ଧୁବର୍ଗରୁ ସହଯୋଗ ମିଳିବ । ଦିବା ୦୮ା୪୨ ଗତେ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । କିନ୍ତୁ ଯେଉଁ କାମର ଦାୟିତ୍ୱ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ । କଥାରେ ଖିଲାପ କରନ୍ତୁ ନାହିଁ ।

publive-imageସିଂହ: ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ସତ୍ଚିନ୍ତା ଓ ସକ୍ରର୍ମରେ ନିବିଷ୍ଟ ରହନ୍ତୁ । ଦିବା ୦୮ା୪୨ ଗତେ କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ । ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି । ସ୍ୱାମୀ-ସ୍ତ୍ରୀ ସମ୍ବନ୍ଧ ଭଲ ରହିବ । ବନ୍ଧୁବର୍ଗରୁ ସହଯୋଗ ମିଳିବ ।

publive-imageକନ୍ୟା: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି । ଦିନଟି ସବୁ ଦିଗରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ । ଦିବା ୦୮ା୪୨ ଗତେ ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ସତ୍ଚିନ୍ତା ଓ ସକ୍ରର୍ମରେ ନିବିଷ୍ଟ ରହନ୍ତୁ ।

publive-imageତୁଳା: ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ । ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ । ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି । ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ । ଦିବା ୦୮ା୪୨ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି । ଦିନଟି ସବୁ ଦିଗରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ ।

publive-imageବିଛା: ଅନେକ ଶୁଭଫଳ ପାଇବେ । ମନର ଆଶା ପୂରଣ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବେ । ଦିବା ୦୮ା୪୨ ଗତେ ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ । ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ । ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି । ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ ।

publive-imageଧନୁ: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ କାରବାରରେ ଲାଭ ଯୋଗ ରହିଛି । ଦିବା ୦୮ା୪୨ ଗତେ ଅନେକ ଶୁଭଫଳ ପାଇବେ । ମନର ଆଶା ପୂରଣ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବେ ।

publive-image

ମକର: ଉଦାସ ଉଦାସ ଲାଗିବ । ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ସ୍ୱାସ୍ଥ୍ୟ ଚିନ୍ତା ଘାରିବ । ଦୂରଯାତ୍ରା ସ୍ପୃହଣୀୟ ନୁହେଁ । ଦିବା ୦୮ା୪୨ ଗତେ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ କାରବାରରେ ଲାଭ ଯୋଗ ରହିଛି ।

publive-image

କୁମ୍ଭ: ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ । କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । ଦିବା ୦୮ା୪୨ ଗତେ ଉଦାସ ଉଦାସ ଲାଗିବ । ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ସ୍ୱାସ୍ଥ୍ୟ ଚିନ୍ତା ଘାରିବ । ଦୂରଯାତ୍ରା ସ୍ପୃହଣୀୟ ନୁହେଁ ।
publive-image

ମୀନ: ସୁଖସମ୍ପଦ ଲାଭ ହେବ । ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି । ଯାନବାହନରେ ସୁଖ ପାଇବେ । ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ । ନିଜର କୃତିତ୍ୱ ପାଇଁ ସମ୍ମାନିତ ହେବେ । ଦିବା ୦୮ା୪୨ ଗତେ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ । କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ ।