/sambad/media/post_attachments/wp-content/uploads/2017/11/ms-1.jpg) ମେଷ: ନିୟମିତ ଭାବେ ନିଜର ଜ୍ଞାନ ବୃଦ୍ଧି କରନ୍ତୁ। ଭାଇ ଭଉଣୀ ସହିତ ଉତ୍ତମ ବୁଝାମଣା ରହିବ। ବ୍ୟବସାୟୀଙ୍କୁ ଲାଭ ହେବ। ଅଫିସ କାମରେ ବ୍ୟସ୍ତ ରହିବେ।
ମେଷ: ନିୟମିତ ଭାବେ ନିଜର ଜ୍ଞାନ ବୃଦ୍ଧି କରନ୍ତୁ। ଭାଇ ଭଉଣୀ ସହିତ ଉତ୍ତମ ବୁଝାମଣା ରହିବ। ବ୍ୟବସାୟୀଙ୍କୁ ଲାଭ ହେବ। ଅଫିସ କାମରେ ବ୍ୟସ୍ତ ରହିବେ।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ, ଆପଣଙ୍କର ନାମ ହେବ। ଅଫିସରେ କାମର ପ୍ରଶଂସା ହେବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।
ବୃଷ: ସାମାଜିକ କାର୍ଯ୍ୟରେ ସହଯୋଗ ଦିଅନ୍ତୁ, ଆପଣଙ୍କର ନାମ ହେବ। ଅଫିସରେ କାମର ପ୍ରଶଂସା ହେବ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ସୌନ୍ଦର୍ଯ୍ୟ ପ୍ରସାଧନ କ୍ଷେତ୍ରରେ ନିବେଶ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ଟେଣ୍ଟ ହାଉସ ମାଲିକଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ।
ମିଥୁନ: ସୌନ୍ଦର୍ଯ୍ୟ ପ୍ରସାଧନ କ୍ଷେତ୍ରରେ ନିବେଶ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ଟେଣ୍ଟ ହାଉସ ମାଲିକଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ।
/sambad/media/post_attachments/wp-content/uploads/2017/11/karkat.jpg) କର୍କଟ: କୌଣସି ବଡ଼ ସୁଯୋଗ ହାତଛଡ଼ା ହୋଇପାରେ। ଚିନ୍ତିତ ରହିବା କାରଣରୁ ଜୀବନସାଥୀଙ୍କ ସହିତ ବଚସା ହୋଇପାରେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
କର୍କଟ: କୌଣସି ବଡ଼ ସୁଯୋଗ ହାତଛଡ଼ା ହୋଇପାରେ। ଚିନ୍ତିତ ରହିବା କାରଣରୁ ଜୀବନସାଥୀଙ୍କ ସହିତ ବଚସା ହୋଇପାରେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।
/sambad/media/post_attachments/wp-content/uploads/2017/11/singha.jpg) ସିଂହ: ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲଗାନ୍ତୁ। ଆର୍ଥିକ ସ୍ଥିତି ସାମାନ୍ୟ ରହିବ। ବ୍ୟବସାୟୀ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।
ସିଂହ: ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ଲଗାନ୍ତୁ। ଆର୍ଥିକ ସ୍ଥିତି ସାମାନ୍ୟ ରହିବ। ବ୍ୟବସାୟୀ ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: କୌଣସି ଶୁଭ ଖବର ପାଇବେ। ମନ ଶାନ୍ତ ରହିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ଅଧିକ ସମୟ ଲାଗିପାରେ।
କନ୍ୟା: କୌଣସି ଶୁଭ ଖବର ପାଇବେ। ମନ ଶାନ୍ତ ରହିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ଅଧିକ ସମୟ ଲାଗିପାରେ।
/sambad/media/post_attachments/wp-content/uploads/2017/11/tula.jpg) ତୁଳା: ନୂଆ କାମ ଆରମ୍ଭ କରିପାରନ୍ତି। ଧାର ଦେଇଥିବା ପଇସା ପାଇବେ। ରାଜନୀତିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ।
ତୁଳା: ନୂଆ କାମ ଆରମ୍ଭ କରିପାରନ୍ତି। ଧାର ଦେଇଥିବା ପଇସା ପାଇବେ। ରାଜନୀତିରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ବଜାୟ ରହିବ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: କଥା କଥାରେ କ୍ରୋଧ ଆସିପାରେ। ପରିବାର ଲୋକଙ୍କର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ଆପଣଙ୍କର ସବୁ କାମ ସହଜରେ ସଂପୂର୍ଣ୍ଣ ହେବ।
ବିଛା: କଥା କଥାରେ କ୍ରୋଧ ଆସିପାରେ। ପରିବାର ଲୋକଙ୍କର ଆବଶ୍ୟକତା ଉପରେ ଧ୍ୟାନ ଦିଅନ୍ତୁ। ଆପଣଙ୍କର ସବୁ କାମ ସହଜରେ ସଂପୂର୍ଣ୍ଣ ହେବ।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ ପାଇଁ ପ୍ରଶଂସା ପାଇବେ। ଓକିଲ ପୁରୁଣା ମକଦ୍ଦମାରେ ମନ ନିବେଶ କରିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ବହୁତ ଭଲ।
ଧନୁ: କାର୍ଯ୍ୟକ୍ଷେତ୍ରରେ ଭଲ ପ୍ରଦର୍ଶନ ପାଇଁ ପ୍ରଶଂସା ପାଇବେ। ଓକିଲ ପୁରୁଣା ମକଦ୍ଦମାରେ ମନ ନିବେଶ କରିବେ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ବହୁତ ଭଲ।
/sambad/media/post_attachments/wp-content/uploads/2017/11/makar.jpg) ମକର: କାରବାରରେ ଲାଗି ରହିଥିବା ଝଞ୍ଜଟର ସମାଧାନ ହେବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିବେ। ଛାତ୍ର ମହତ୍ତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ ଲଗାଇବେ।
ମକର: କାରବାରରେ ଲାଗି ରହିଥିବା ଝଞ୍ଜଟର ସମାଧାନ ହେବ। ଭୂସଂପତ୍ତି କିଣିବା ଯୋଗ ରହିଛି। ଘରକୁ କୌଣସି ବନ୍ଧୁ ଆସିବେ। ଛାତ୍ର ମହତ୍ତ୍ବପୂର୍ଣ୍ଣ ଲକ୍ଷ୍ୟ ଉପରେ ଧ୍ୟାନ ଲଗାଇବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: କରିଆସୁଥିବା କାମରେ ଆପଣଙ୍କ ଧ୍ୟାନ ଲାଗି ରହିବ। କାରବାରରେ ବାଧା ଦୂର ହୋଇଯିବ। ପାରିବାରିକ ଜୀବନରେ ଶାନ୍ତି ବଢ଼ିବ। ପ୍ରେମ ସମ୍ବନ୍ଧ ନିବିଡ଼ ହେବ।
/sambad/media/post_attachments/wp-content/uploads/2017/11/mina.jpg) ମୀନ: ବ୍ୟବସାୟରେ ଆଶାଜନକ ଫଳ ପାଇବେ। ମହିଳାମାନେ ନିର୍ଦ୍ଧାରିତ ସମୟରେ ଘର କାମ ସଂପୂର୍ଣ୍ଣ କରିବେ। ଭଲ କଂପାନିରେ ସୁଯୋଗ ଲାଗି ଅଧିକ ପରିଶ୍ରମ କରନ୍ତୁ।
ମୀନ: ବ୍ୟବସାୟରେ ଆଶାଜନକ ଫଳ ପାଇବେ। ମହିଳାମାନେ ନିର୍ଦ୍ଧାରିତ ସମୟରେ ଘର କାମ ସଂପୂର୍ଣ୍ଣ କରିବେ। ଭଲ କଂପାନିରେ ସୁଯୋଗ ଲାଗି ଅଧିକ ପରିଶ୍ରମ କରନ୍ତୁ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/06/gata-kali-rasi-4-1.jpg)
