ଜାଣନ୍ତୁ ଆଜିର ରାଶିଫଳ

ମେଷ: ଜୀବନରେ କିଛି କରିବା ପାଇଁ ମନରେ ନୂଆ ଭାବନା ଉଦ୍ରେକ ହେବ। ମହତ୍ତ୍ବପୂର୍ଣ୍ଣ କଥା ଉପରେ ଲୋକମାନଙ୍କ ସହିତ ଆଲୋଚନା କରିବାର ସୁଯୋଗ ମିଳିବ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ପରିଯୋଜନା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ନକାରାତ୍ମକ ଚିନ୍ତା ମନରୁ ବାହାର କରି ଦିଅନ୍ତୁ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ, ଲାଭ ହେବ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ। ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।


ମିଥୁନ: ଭାଗ୍ୟ ବଦଳାଇବା ପାଇଁ ସମୟ ଭଲ। ବ୍ୟବସାୟରେ ଭଲ ସୁଯୋଗ ପାଇବେ। ସାମାଜିକ ମେଳମିଳାପ ବଢ଼ିବ। ଅଚାନକ ଧନଲାଭ ହେବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଶାରଳା।

କର୍କଟ: ଆଜି ଆପଣ ନିଜର ଊର୍ଜାକୁ ଠିକ ରୂପେ ବ୍ୟବହାର କରିବେ। ଆର୍ଥିକ ସ୍ଥିତିରେ ସୁଧାର ହେବ। ବ୍ୟବସାୟ ଲାଗି ନୂଆ ସୁଯୋଗ ମିଳିବ। ଅଫିସରେ ଦିନଟି ଭଲରେ କଟିବ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ ପରିଯୋଜନା ଅର୍ପଣ କରିବେ। ଶୁଭରଙ୍ଗ: ମାଜେଣ୍ଡା। ଆରାଧନା: ମାଆ ଗାୟତ୍ରୀ।


ସି˚ହ: ଦିିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ। ସବୁ ସମସ୍ୟାର ସମାଧାନ ହୋଇଯିବ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ପ୍ରିୟ ବନ୍ଧୁଙ୍କଠାରୁ ଉପହାର ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।


କନ୍ୟା: ଆପଣ ଶାନ୍ତ ଓ ଚିନ୍ତାମୁକ୍ତ ରହିବେ। ବନ୍ଧୁଙ୍କ ମାଧୢମରେ କୌଣସି ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟ ପୂରା ହେବ। ଭୂସ˚ପତ୍ତି କିଣିବା ପାଇଁ ଯୋଜନା କରିବେ। ରାଜନୀତିରେ ଖ୍ୟାତି ବଢ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।

ତୁଳା: ପରିଶ୍ରମର ଫଳ ଦ୍ବିଗୁଣ ପାଇବେ। ସମାଜରେ ଲୋକପ୍ରିୟତା ବଢ଼ିବ। ଅଫିସ କାମରେ ଲାଗି ରହିଥିବା ବାଧା ଦୂର ହେବ। ପ୍ରିୟବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଆକାଶୀ ନୀଳ। ଆରାଧନା: ମାଆ ପାଟଣେଶ୍ବରୀ।

ବିଛା: ଦିନଟି ମହତ୍ତ୍ବପୂର୍ଣ୍ଣ ରହିବ। ଉନ୍ନତି ପାଇଁ ବିଭିନ୍ନ ବାଟ ଆପଣଙ୍କ ସାମନାକୁ ଆସିବ। ସାମାଜିକ ସମାରୋହକୁ ଯାଆନ୍ତୁ; ମାନସମ୍ମାନ ବୃଦ୍ଧି ହେବ। ଆପଣଙ୍କୁ ବଢ଼ିଆ ଚାକିରିର ପ୍ରସ୍ତାବ ମିଳିପାରେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ବିରଜା।


ଧନୁ: ପୂରାଦିନ ଖୁସି ମନରେ ରହିବେ। ଜୀବନସାଥୀଙ୍କ ଠାରୁ ସୁଖ ପାଇବେ। ଆୟର ନୂଆ ସ୍ରୋତ ମିଳିପାରେ। ଯିବାକୁ ଥିବା ଯାତ୍ରା ଲାଭଦାୟକ ହେବ। ସମାଜରେ ଆପଣଙ୍କୁ ମାନସମ୍ମାନ ମିଳିବ। ଶୁଭରଙ୍ଗ: ଗୋଲାପୀ। ଆରାଧନା: ମାଆ ଭୈରବୀ।

ମକର: ରାଜନୈତିକ ପ୍ରଭାବ ବୃଦ୍ଧି ହେବ। ସାହସ ବଢ଼ିବ; ସମ୍ମାନ ମିଳିବ ଓ ପଇସା ଆସିବ। ବ୍ୟାବସାୟିକ କାମରେ ଦୂରସ୍ଥାନକୁ ଯାତ୍ରାରେ ଯିବେ। ବନ୍ଧୁ ଓ ଅନ୍ୟମାନଙ୍କ ସହିତ ଖୁସି ବାଣ୍ଟିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ସୂର୍ଯ୍ୟଦେବ।

କୁମ୍ଭ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବେ। ଦୀର୍ଘ ଦିନର ଅଟକିଥିବା ପଇସା ମିଳିବ। ଅଫିସରେ ପଦୋନ୍ନତିର ସୁଯୋଗ ରହିଛି। ପ୍ରେମ ସାଗରରେ ବୁଡ଼ ପକାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବିମଳା।

ମୀନ: ଯାହା ବି କାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ଆର୍ଥିକ ସ୍ଥିତିରେ ଲାଗି ରହିଥିବା ଚିନ୍ତା ଦୂର ହେବ। ବ୍ୟବସାୟରୁ ଆଶାନୁରୂପ ଫଳ ପାଇବେ। ଜୀବନସାଥୀଙ୍କ ପ୍ରେମ ଓ ସୁଖ ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ କାଳୀଜାଈ।

ସମ୍ବନ୍ଧିତ ଖବର