publive-image

Advertisment

ମେଷ: ଏକାକୀପଣରୁ ଦୂରେଇ ରହିବା ଲାଗି କାମରେ ବ୍ୟସ୍ତ ରହନ୍ତୁ। ନିଜର ମିତ୍ରଙ୍କଠାରୁ ଖୁସି ଖବର ପାଇବେ। ବ୍ୟବସାୟ‌େର ସାମାନ୍ୟ ପରିବର୍ତ୍ତନ ଆଣି ଯଥେଷ୍ଟ ଲାଭ ପାଇବେ। କୌଣସି ନିର୍ମାଣ କାର୍ଯ୍ୟ ଲାଗି ଯୋଜନା ପ୍ରସ୍ତୁତ କରିବେ। ଶୁଭରଙ୍ଗ: ଧୂସର। ଆରାଧନା: ବାବା କପିଳାସ।

publive-image

ବୃଷ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଅଧୢାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ତୀ।

publive-image

ମିଥୁନ: ନମ୍ର ସ୍ବଭାବ ପାଇଁ ଲୋକେ ଆପଣଙ୍କ ପ୍ରତି ଆକର୍ଷିତ ହେବେ। ସରକାରୀ ନେଣଦେଣରୁ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ରହିବେ। ବ୍ୟବସାୟୀଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

publive-image

କର୍କଟ: ଆପଣଙ୍କ ଜୀବନଶୈଳୀ ଲାଗି ଦିନଟି ବଢ଼ିଆ ରହିବ। ବ୍ୟବସାୟରେ ନୂଆ ସଉଦା କରିବାର ସୁଯୋଗ ମିଳିବ। ଅଧୢାପିକାଙ୍କ ଲାଗି ଧନଲାଭର ନୂଆ ରାସ୍ତା ଖୋଲିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ବଗଳାମୁଖୀ।

publive-image

ସି˚ହ: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ନିଜ ପ୍ରୟାସରେ ପ୍ରଶ˚ସା ପାଇବେ। ସାମାଜିକ କାର୍ଯ୍ୟରେ ସହଭାଗିତା କରିବାର ଅବସର ପାଇବେ। ଅଫିସରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇ ପାରନ୍ତି। ବିଦ୍ୟାର୍ଥୀଙ୍କୁ ଆଜି ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।

publive-image

କନ୍ୟା: ଘର ଓ ଅଫିସ୍‌କୁ ସଜାଇ ନୂତନତ୍ବ ଆଣିବେ। ସ୍ଥଗିତ ଥିବା କାମ ଲୋକଙ୍କ ସାହାଯ୍ୟ ପାଇ ପୂରା କରିବେ। ଆଶାଠୁଁ ଅଧିକ ଧନଲାଭ ହେବ। ଛାତ୍ରଙ୍କ କ୍ୟାରିୟରରେ ବଡ଼ ସଫଳତା ମିଳିବ। ପ୍ରେମ ଆଳାପ ପାଇଁ ଭଲ ଦିନଟିଏ। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀ ଗଣେଶ।

publive-image

ତୁଳା: ଆପଣଙ୍କ କ୍ୟାରିୟର ଲାଗି ଭଲ ଦିନଟିଏ। କୌଣସି ଶୁଭ ଖବର ପାଇବେ। ନୂଆ କାମର ଯୋଜନା କରିପାରନ୍ତି। ସରକାରୀ ଚାକିରିଆଙ୍କର ଆର୍ଥିକ ପକ୍ଷ ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ସୂର୍ଯ୍ୟଦେବ।

publive-image

ବିଛା: ଆପଣଙ୍କ ମନୋବଳରେ ଆପଣଙ୍କୁ ସଫଳତା ମିଳିବ। ଆପଣଙ୍କ ପ୍ରତିଭା‌େର ସମସ୍ତେ ପ୍ରଭାବିତ ହେବେ। ଜୀବନସାଥୀଙ୍କ ସହିତ ରାଜ୍ୟ ବାହାରକୁ ଯିବାର ଯୋଜନା କରିପାରନ୍ତି। ପଇସା ରୋଜଗାର ଲାଗି ଦିମାକରେ ନୂଆ ବିଚାର ଆସିବ। ଛାତ୍ରୀଙ୍କୁ ସଫଳତା ଲାଗି ପରିଶ୍ରମ ଅଧିକ କରିବାକୁ ପଡ଼ିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ କୀଚକେଶ୍ବରୀ।

publive-image

ଧନୁ: ଧର୍ମକର୍ମ କରନ୍ତୁ, ଆପଣଙ୍କୁ ଲାଭ ମିଳିବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହୋଇଯିବ। ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କୁ ସାକ୍ଷାତ କରିବେ। ଆମଦାନିର ନୂଆ ରାସ୍ତା ଉନ୍ମୁକ୍ତ ହେବ। ପ୍ରେମିକପ୍ରେମିକାଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସୁରେଶ୍ବରୀ।

publive-image

ମକର: ଆଜି ସବୁ କିଛି ଠିକ୍‌ଠାକ୍‌ ରହିବ। ଭାଗୀଦାରିଙ୍କ ସଙ୍ଗରେ ରହି କାମ କରିବାରେ ସକ୍ଷମ ହେବେ। ଅଚାନକ ଧନପ୍ରାପ୍ତି ହେବ। ମହିଳାମାନେ ଅଳଙ୍କାର କିଣିବା ଲାଗି ଉତ୍ସୁକ ହେବେ। ପ୍ରେମରେ ଆପଣଙ୍କୁ ସଫଳତା ମିଳିବ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଦୁର୍ଗା।

publive-image

କୁମ୍ଭ: ଆପଣଙ୍କ ଜୀବନରେ ନୂଆ ପରିବର୍ତ୍ତନ ହେବ। ଭାବିଥିବା ସବୁ କାମ ପୂରା ହୋଇଯିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଲେଖକଙ୍କ ଲାଗି ଦିନଟି ବିଶେଷ ରହିବ। ବନ୍ଧୁଙ୍କ ସହିତ ସିନେମା ଦେଖିବା ଲାଗି ଯୋଜନା କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ମାଆ ଲକ୍ଷ୍ମୀ।

publive-image
ମୀନ: ପୂଜାପାଠରେ ଅଧିକ ସମୟ ବିତିବ। ବନ୍ଧୁଙ୍କଠାରୁ ସାହାଯ୍ୟ ପାଇବେ। ବେପାରୀଙ୍କୁ ଅଚାନକ ଧନଲାଭ ହେବ। ଅଫିସ୍‌ରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇ ପାରନ୍ତି। ବିଦ୍ୟାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ପଡ଼ିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ଶ୍ରୀକୃଷ୍ଣ।