ଜାଣନ୍ତୁ ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ପାଇଁ ସକାରାତ୍ମକ ରହିବ। ବନ୍ଧୁଙ୍କ ମାଧୢମରେ କୌଣସି ମହତ୍ତ୍ବପୂର୍ଣ୍ଣ କାମ ପୂରା ହେବ। ଚାକିରିରେ ପଦୋନ୍ନତି ମିଳିବା ହେତୁ ଆର୍ଥିକ ସ୍ଥିତି ସୁଧୁରିବ। ପାରିବାରିକ କାର୍ଯ୍ୟରେ ପରିବାର ଲୋକଙ୍କ ସହଯୋଗ ମିଳିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆପଣଙ୍କ ମନରେ ନୂଆ ବିଚାର ଉତ୍ପନ୍ନ ହେବ। ଅଫିସ୍ କାମ ସହଜରେ ନିର୍ବାହ କରିବେ। ବ୍ୟବସାୟରେ ଫାଇଦା ପାଇଁ କୌଣସି ବ୍ୟକ୍ତି ମିଳିବେ। ଘରକୁ ନୂଆ ବନ୍ଧୁ ଆସିବା ହେତୁ ଖୁସିର ମାହୋଲ ରହିବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ହର ପାର୍ବତୀ।


ମିଥୁନ: ଭାବପ୍ରବଣ ହୋଇ କୌଣସି ଫଇସଲା ନିଅନ୍ତୁ ନାହିଁ। ବ୍ୟାବସାୟିକ କାମରେ ଯାତ୍ରାରେ ଯାଇ ପାରନ୍ତି। କଳାକାରଙ୍କୁ ଫିଲ୍ମର ପ୍ରସ୍ତାବ ମିଳିବ। ଆର୍ଥିକ ପକ୍ଷ ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭଦ୍ରକାଳୀ।

କର୍କଟ: ଦିନଟି ଖୁସି ଭରା ରହିବ। ଆପଣ ନୂଆ ଲକ୍ଷ୍ୟ ହାସଲ କରିବେ। କାର୍ଯ୍ୟକ୍ଷେତ୍ରରେ କୌଣସି ବ୍ୟକ୍ତି ବନ୍ଧୁତାର ହାତ ବଢ଼ାଇବେ। ବ୍ୟବସାୟରୁ ଆଶା ଠୁଁ ଅଧିକ ଲାଭ ପାଇବେ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ବଗଳାମୁଖୀ।

ସି˚ହ: ଆପଣଙ୍କ ମନରେ ସକାରାତ୍ମକ ଊର୍ଜା ଉତ୍ପନ୍ନ ହେବ। ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ବିଜ୍ଞାନ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଦିନଟି ଭଲ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ବିରଜା।

କନ୍ୟା: ଆପଣଙ୍କ ସକାରାତ୍ମକ ବିଚାରରେ ଲୋକେ ପ୍ରଭାବିତ ହେବେ। କାର୍ଯ୍ୟକ୍ଷେତ୍ରରେ ଲାଗି ରହିଥିବା ବିଶୃଙ୍ଖଳା ସମାପ୍ତ ହେବ। ଖେଳାଳିଙ୍କ ପାଇଁ ଦିନଟି ଅନୁକୂଳ ରହିବ। ମହିଳାଙ୍କୁ ଅଚାନକ ଧନଲାଭ ହେବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ଶ୍ରୀଜଗନ୍ନାଥ।

ତୁଳା: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ। ସବୁ ପ୍ରୟାସ ସଫଳ ହେବ। ପ୍ରେମୀଜନଙ୍କ ଠାରୁ ସୁଖ ଓ ସନ୍ତୋଷ ମିଳିବ। ବ୍ୟବସାୟରେ ଅର୍ଥ ନେଣଦେଣ ହୋଇପାରେ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିମାନେ ଲାଭ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବିଛା: ବିଚାରରେ ସକାରାତ୍ମକତା ବଜାୟ ରହିବ। ଉନ୍ନତି ଲାଗି ଅଲଗା ଅଲଗା ରାସ୍ତା ସାମନାକୁ ଆସିବ। ବ୍ୟବସାୟୀଙ୍କୁ ପୂର୍ବରୁ କରିଥିବା ଯୋଜନାରୁ ଲାଭ ମିଳିବ। ଅଫିସରେ ଆପଣଙ୍କ କାମକୁ ଠିକ୍‌ ଦିଶା ଦେବେ। ଶୁଭରଙ୍ଗ: ଗୋଲାପି। ଆରାଧନା: ଶ୍ରୀକୃଷ୍ଣ।

ଧନୁ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। ସ˚ସ୍ଥାରେ ପରିଯୋଜନା‌େର ଧୢାନ କେନ୍ଦ୍ରିତ କରିବେ। ଜମି ନେଣଦେଣରେ ଲାଭ ହେବ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରସିଦ୍ଧି ଅର୍ଜନ କରିବେ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ କୀଚକେଶ୍ବରୀ।

ମକର: ଦିନଟି ଢେର୍‌ସାରା ସ୍ବାଗତ ନେଇ ଆସିଛି। ନୂଆ ଅନୁବନ୍ଧ ମିଳିବା ହେତୁ ଆର୍ଥିକ ଚିନ୍ତା ଦୂର ହେବ। ଆପଣଙ୍କ ବ୍ୟକ୍ତିତ୍ବ ଅନ୍ୟମାନଙ୍କୁ ଆକର୍ଷିତ କରିବ। କ˚ପାନିରେ ଚାକିରି କରୁଥିବା ବ୍ୟକ୍ତିଙ୍କର ପଦୋନ୍ନତି ବା ଦରମା ବୃଦ୍ଧି ହୋଇପାରେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

କୁମ୍ଭ: ଆପଣଙ୍କ ଦିମାକରେ ବିଭିନ୍ନ ଚିନ୍ତା ସୃଷ୍ଟି ହେବ। ଲକ୍ଷ୍ୟ ଦିଗରେ ଏକାଗ୍ରତାର ସହିତ ପରିଶ୍ରମ କରନ୍ତୁ; ସଫଳ ହେବେ। ବିରୋଧୀଙ୍କ ପ୍ରତି ସାବଧାନ ରହନ୍ତୁ। ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବା ପାଇଁ ଯୋଜନା କରିବେ। ଶୁଭରଙ୍ଗ: କଫି ରଙ୍ଗ। ଆରାଧନା: ମାଆ ବଗଳାମୁଖୀ।

ମୀନ: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ଆପଣଙ୍କୁ କିଛି ଶୁଭ ଖବର ମିଳିପାରେ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ପୁସ୍ତକ ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭପ୍ରଦ ହେବ। ପୁରୁଣା କଥା ଦାମ୍ପତ୍ୟ ଜୀବନକୁ ମଧୁର କରିବ। ଶୁଭରଙ୍ଗ: ଗୋଲାପି। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର