/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଇଂଜିନିୟରଙ୍କ ଲାଗି ଦିନଟି ଲାଭଦାୟକ। ପରିବାର ଲୋକଙ୍କ ସହ ଅଧିକ ସମୟ ଅତିବାହିତ କରିବେ। ବେପାରରେ ଆଗକୁ ବଢ଼ିବା ପାଇଁ ବାପାଙ୍କ ସହଯୋଗ ନେବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ସାମାଜିକ ସମାରୋହରେ ସମ୍ମିଳିତ ହେବାର ସୁଯୋଗ ପାଇବେ। ଦୀର୍ଘ ଦିନର ବନ୍ଧୁତା ପ୍ରେମରେ ବଦଳି ପାରେ। ବେପାରରେ ଅଚାନକ ଧନଲାଭ ହେବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଚାକିରିରେ ପଦୋନ୍ନତିର ଅବସର ପାଇବେ। ବନ୍ଧୁ ସହ ଲାଗି ରହିଥିବା ତିକ୍ତତା ମଧୁରତାରେ ବଦଳିଯିବ। ସ୍ବାସ୍ଥ୍ୟରେ ସୁଧାର ହେବ। ପାରିବାରିକ ଜୀବନ ହସିଲା ପୂରିଲା ଲାଗିବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ମହିଳାଙ୍କ ଲାଗି ଦିନଟି ଆରାମଦାୟକ ରହିବ। ଚାକିରି ଖୋଜୁଥିବା ଲୋକଙ୍କୁ ସାକ୍ଷାତକାର ପାଇଁ ଡାକରା ଆସିବ। ଘର କାମରେ ପରିବାର ଲୋକଙ୍କ ସହଯୋଗ ପାଇବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଆପଣଙ୍କ ଚଞ୍ଚଳ ସ୍ବଭାବ କିଛି ଲୋକଙ୍କୁ ପସନ୍ଦ ଆସିବ। ଆୟର ନୂଆ ଉତ୍ସ ପାଇବେ। ଦୀର୍ଘ ଦିନରୁ ଅଧାଥିବା କାମ ପୂରା ହୋଇଯିବ। ବ୍ୟବସାୟରେ ଆଶାରୁ ଅଧିକ ଲାଭ ପାଇବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ରାଜନୀତିରେ ସକ୍ରିୟ ଥିବା ଲୋକଙ୍କ ଲାଗି ଦିନଟି ଭଲ। ସିଭିଲ୍ ଇଂଜିନିୟରଙ୍କ ଲାଗି ଭଲ ଚାକିରିର ସୁଯୋଗ ଆସିବ। ଭଲ ବ୍ୟଞ୍ଜନ କରି ଜୀବନସାଥୀଙ୍କୁ ଖୁଆଇବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ପରିବାର ଲୋକଙ୍କ ସହ ସମୟ ଅତିବାହିତ କରିବେ। ପେସାଦାର ବ୍ୟବସାୟୀଙ୍କୁ ଅଚାନକ ଲାଭ ମିଳିବାର ଯୋଗ ଅଛି। କାର୍ଯ୍ୟରେ ଘରର ବଡ଼ଙ୍କ ସହଯୋଗ ପାଇବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ସବୁ ବାକି କାମ ସହଜରେ ପୂରା ହୋଇଯିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ। ବାହାର କାମରେ ଗଲାବେଳେ ସାବଧାନତାର ସହ ଯାନ ଚଳାନ୍ତୁ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ପରିବାରରେ ସବୁ ଲୋକଙ୍କୁ ଆନନ୍ଦ ମିଳିବ। ବ୍ୟବସାୟରେ ଯଥେଷ୍ଟ ବୃଦ୍ଧି ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ସୁଦୁଢ଼ ହେବ। ଛାତ୍ରଙ୍କୁ ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଫଳତା ମିଳିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ପାରିବାରିକ ସମସ୍ୟା ପାଇଁ ଚିନ୍ତିତ ରହିବେ। କୋର୍ଟକଚେରି ମାମଲା ଆପଣଙ୍କ ସପକ୍ଷରେ ହୋଇପାରେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଜମି କିଣିବା ପୂର୍ବରୁ ପରିବାରର ବଡ଼ଙ୍କ ମତ ନିଅନ୍ତୁ। ପ୍ରିୟଜନଙ୍କ ସହ ସମ୍ବନ୍ଧରେ ମଧୁରତା ବଢ଼ିବ। ସନ୍ଧ୍ୟାରେ କୌଣସି ମାମଲାକୁ ନେଇ ପରିବାର ଲୋକଙ୍କ ସହ କଥା ହେବେ।
ମୀନ: ପରିଶ୍ରମର ଫଳ ନିଶ୍ଚୟ ପାଇବେ। ଅଫିସରେ ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ମିଳିବ। ଆର୍ଥିକ କ୍ଷେତ୍ରରେ ସ୍ଥିରତା ବଜାୟ ରହିବ। ଜୀବନସାଥୀଙ୍କ ଉପରେ ଭରସା ବଜାୟ ରଖନ୍ତୁ।
Follow Us