ଜାଣନ୍ତୁ ଆଜିର ରାଶିଫଳ

ମେଷ: କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ। ବନ୍ଧୁ ଆପଣଙ୍କୁ ଧାର ମାଗି ପାରନ୍ତି। ବିବାହିତ ଲୋକଙ୍କ ଲାଗି ଦିନଟି ଭଲ।

ବୃଷ: ଆପଣଙ୍କୁ ଉନ୍ନତିର କିଛି ନୂଆ ସାଧନ ମିଳିବ। ଅଜଣା ଲୋକଙ୍କ ସହିତ ସ˚ପର୍କ ଗଢ଼ିବେ। ଅଫିସରେ ବାତାବରଣ ଅନୁକୂଳ ରହିବ।

ମିଥୁନ: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ବେପାରରେ ଅଚାନକ ଧନଲାଭ ହୋଇପାରେ। ପ୍ରେମ ପ୍ରସଙ୍ଗଯୁକ୍ତ ଜୀବନରେ ଢେର‌ ଆନନ୍ଦ ପାଇବେ।

କର୍କଟ: ଆପଣ ନିଜକୁ ଅତ୍ୟନ୍ତ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ଅର୍ଡର୍ ପାଇବେ। ଦାମ୍ପତ୍ୟ ସମ୍ବନ୍ଧରେ ଦୂରତା ସମାପ୍ତ ହେବ।

ସି˚ହ: ଅଭିଜ୍ଞଙ୍କ ପରାମର୍ଶ ନେଇ ପୁଞ୍ଜି ନିବେଶ କରନ୍ତୁ। ପାରିବାରିକ ଦାୟିତ୍ବ ଭଲଭାବେ ତୁଲାଇବେ। ବନ୍ଧୁଙ୍କ ସହିତ ସମ୍ପର୍କ ପୂର୍ବ ଅପେକ୍ଷା ଉତ୍ତମ ହେବ।

କନ୍ୟା: ସାମାଜିକ କାର୍ଯ୍ୟରେ ସମୟ ଦେବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ହେବ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯାଇପାରନ୍ତି।

ତୁଳା: କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। କମ୍‌ ପରିଶ୍ରମରେ ଯଥେଷ୍ଟ ଲାଭ ପାଇବେ। ଜୀବନସାଥୀଙ୍କ ସହିତ ରୋମାଣ୍ଟିକ ସନ୍ଧ୍ୟା ଅତିବାହିତ ହେବ।

ବିଛା: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟକୁ ସାହାଯ୍ୟ କରି ଖୁସି ଅନୁଭବ କରିବେ। ବୈବାହିକ ଜୀବନରେ ଖୁସି ବଢ଼ିବ।

ଧନୁ: ଟଙ୍କାପଇସା ମାମଲାରେ ତରବରିଆ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଫିସରେ ବରିଷ୍ଠଙ୍କ ସହିତ ଭଲ ବ୍ୟବହାର କରନ୍ତୁ। ପରିବାର ସହିତ ଭଲରେ ସମୟ ବିତିବ।

ମକର: ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ପ୍ରେମ ସମ୍ବନ୍ଧିତ କୌଣସି ମନସ୍କାମନା ପୂରଣ ହେବ।

କୁମ୍ଭ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭାବିବେ। ଅଫିସରେ ସହକର୍ମୀଙ୍କ ସହିତ ଘନିଷ୍ଠତା ବଢ଼ିବ।

ମୀନ: ଅସହାୟଙ୍କୁ ସହାୟତା ପ୍ରଦାନ କରିବେ। ବ୍ୟବସାୟୀଙ୍କୁ ବିଶେଷ ସଫଳତା ମିଳିବ। ଘରର ସୁଖ ସମୃଦ୍ଧି ବୃଦ୍ଧି ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର