/sambad/media/post_attachments/wp-content/uploads/2017/11/ms-1.jpg) ମେଷ: ବ୍ୟର୍ଥ ଚିନ୍ତାରୁ ମୁକ୍ତି ମିଳିବ। ଆପଣଙ୍କ ମନରେ ବହି ପଢ଼ିବା ପ୍ରତି ଆଗ୍ରହ ସୃଷ୍ଟି ହେବ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାତ୍ରା କରିବେ। ଛାତ୍ରଙ୍କ ପାଇଁ ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ସୂର୍ଯ୍ୟଦେବ।
ମେଷ: ବ୍ୟର୍ଥ ଚିନ୍ତାରୁ ମୁକ୍ତି ମିଳିବ। ଆପଣଙ୍କ ମନରେ ବହି ପଢ଼ିବା ପ୍ରତି ଆଗ୍ରହ ସୃଷ୍ଟି ହେବ। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ବ୍ୟବସାୟ ସମ୍ବନ୍ଧରେ ରାଜ୍ୟ ବାହାରକୁ ଯାତ୍ରା କରିବେ। ଛାତ୍ରଙ୍କ ପାଇଁ ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ବାଦାମୀ। ଆରାଧନା: ସୂର୍ଯ୍ୟଦେବ।
/sambad/media/post_attachments/wp-content/uploads/2017/11/brus-290x300.jpg) ବୃଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ଉନ୍ନତି ସମନ୍ଧୀୟ ଉପଯୋଗୀ କଥା ସମ୍ମୁଖକୁ ଆସିବ। ତ୍ରୁଟିପୂର୍ଣ୍ଣ ରାୟ ଦେବା ଲୋକଙ୍କ ପ୍ରତି ସତର୍କ ରହନ୍ତୁ। ରାଜନୈତିକ ସଂପର୍କରୁ ସ୍ଥଗିତ ଥିବା କାମ ପୂରା ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।
ବୃଷ: ଆପଣଙ୍କ ମନ ଆଧ୍ୟାତ୍ମିକ ଦିଗରେ ଲାଗି ରହିବ। ଉନ୍ନତି ସମନ୍ଧୀୟ ଉପଯୋଗୀ କଥା ସମ୍ମୁଖକୁ ଆସିବ। ତ୍ରୁଟିପୂର୍ଣ୍ଣ ରାୟ ଦେବା ଲୋକଙ୍କ ପ୍ରତି ସତର୍କ ରହନ୍ତୁ। ରାଜନୈତିକ ସଂପର୍କରୁ ସ୍ଥଗିତ ଥିବା କାମ ପୂରା ହୋଇଯିବ। ଶୁଭରଙ୍ଗ: ଧଳା। ଆରାଧନା: ପ୍ରଭୁ ହନୁମାନ।
/sambad/media/post_attachments/wp-content/uploads/2017/11/mithun.jpg) ମିଥୁନ: ଯୋଜନାକୁ କ୍ରିୟାନ୍ଵିତ କରିବା ଲାଗି ବିଚାର କରିବେ। ମିତ୍ରଙ୍କ ପୂରା ସହଯୋଗ ମିଳିବ। ଅଫିସରେ କୌଣସି ପୁରସ୍କାର ବା ପ୍ରଶଂସା ମିଳିପାରେ। ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ। ଛାତ୍ରଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଦେବ।
ମିଥୁନ: ଯୋଜନାକୁ କ୍ରିୟାନ୍ଵିତ କରିବା ଲାଗି ବିଚାର କରିବେ। ମିତ୍ରଙ୍କ ପୂରା ସହଯୋଗ ମିଳିବ। ଅଫିସରେ କୌଣସି ପୁରସ୍କାର ବା ପ୍ରଶଂସା ମିଳିପାରେ। ବ୍ୟବସାୟରେ ବଡ଼ ସଉଦାରୁ ଲାଭ ହେବ। ଛାତ୍ରଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମହାଦେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ପୂଜାପାଠରେ ଅଧିକ ସମୟ ବିତିବ। ଆପଣଙ୍କ ମନରେ ନୂଆ ନୂଆ ବିଚାର ଉତ୍ପନ୍ନ ହେବ। ପରିଶ୍ରମର ଫଳ ଦ୍ଵିଗୁଣା ପାଇବେ। ଚାକିରିଜୀବୀ ନୂଆ ଚାକିରିର ଅନେ୍ଵଷଣ କରିବେ। ଦାମ୍ପତ୍ୟ ଜୀବନରେ ତାଳମେଳ ବଜାୟ ରହିବ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ କାଳୀଜାଈ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଧ୍ୟାନ ଓ ଯୋଗ ମାଧ୍ୟମରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ। କ୍ୟାରିୟରର ଠିକ୍ ଦିଶାରେ ଅଗ୍ରସର ହେବେ। ପରିଶ୍ରମର ପୂରା ଲାଭ ମିଳିବ। ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଭଲ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବିରଜା।
/sambad/media/post_attachments/wp-content/uploads/2017/11/kanya.jpg) କନ୍ୟା: ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ। ସଉଦାରୁ ଆଶାଠୁଁ ଅଧିକ ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଛାତ୍ରୀଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।
କନ୍ୟା: ବ୍ୟବସାୟୀଙ୍କ ଲାଗି ଦିନଟି ଶୁଭ। ସଉଦାରୁ ଆଶାଠୁଁ ଅଧିକ ଧନଲାଭ ହେବ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ବଡ଼ ପଦ ମିଳିପାରେ। ଦାମ୍ପତ୍ୟ ଜୀବନରେ ମଧୁରତା ବଜାୟ ରହିବ। ଛାତ୍ରୀଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ସନ୍ତୋଷୀ ମାତା।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆପଣ କେବଳ ନିଜ କାମରେ ମନଯୋଗ ଦିଅନ୍ତୁ। ସୌଭାଗ୍ୟବଶତଃ ଲକ୍ଷ୍ୟସ୍ଥଳରେ ପହଞ୍ଚିବାରେ କୌଣସି ଅସୁବିଧା ହେବନାହିଁ। ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ପାଇବେ। ଉଦିତ ଲେଖକଙ୍କ ପାଇଁ ଦିନଟି ଶୁଭ। ଶୁଭରଙ୍ଗ: ନୀଳ। ଆରାଧନା: ମାଆ ସରସ୍ୱତୀ।
/sambad/media/post_attachments/wp-content/uploads/2017/11/bicha.jpg) ବିଛା: ଗୁରୁଙ୍କ ଆଶୀର୍ବାଦ ନିଅନ୍ତୁ, ଦିନଟି ଭଲରେ କଟିବ। ପ୍ରତିଯୋଗିତାରେ ସଫଳତା ପାଇବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ଚାକିରିଆଙ୍କର ଉନ୍ନତି ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଅମ୍ବିକା।
ବିଛା: ଗୁରୁଙ୍କ ଆଶୀର୍ବାଦ ନିଅନ୍ତୁ, ଦିନଟି ଭଲରେ କଟିବ। ପ୍ରତିଯୋଗିତାରେ ସଫଳତା ପାଇବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ଚାକିରିଆଙ୍କର ଉନ୍ନତି ହେବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ଅମ୍ବିକା।
/sambad/media/post_attachments/wp-content/uploads/2017/10/dhanu.jpg) ଧନୁ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ଆଜି ଆପଣଙ୍କର ବଡ଼ରୁ ବଡ଼ କାମ ହୋଇଯିବ। ଚାକିରିଆଙ୍କର ଉନ୍ନତି ଯୋଗ ରହିଛି। ନୂଆ ଗାଡ଼ି କିଣିବା ପାଇଁ ମନ ବଳାଇ ପାରନ୍ତି। ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯୋଜନା କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ମଙ୍ଗଳା।
ଧନୁ: ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ଆଜି ଆପଣଙ୍କର ବଡ଼ରୁ ବଡ଼ କାମ ହୋଇଯିବ। ଚାକିରିଆଙ୍କର ଉନ୍ନତି ଯୋଗ ରହିଛି। ନୂଆ ଗାଡ଼ି କିଣିବା ପାଇଁ ମନ ବଳାଇ ପାରନ୍ତି। ବନ୍ଧୁଙ୍କ ସହିତ ନାଟକ ଦେଖିବାକୁ ଯୋଜନା କରିବେ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ମଙ୍ଗଳା।
/sambad/media/post_attachments/wp-content/uploads/2017/11/makar.jpg)
ମକର: କ୍ୟାରିୟରକୁ ନେଇ କୌଣସି ବଡ଼ ଫଇସଲା ନେଇପାରନ୍ତି। ଆପଣଙ୍କୁ ଘରୋଇ ସମସ୍ୟାର ସାମନା କରିବାକୁ ପଡ଼ିପାରେ। ବ୍ୟବସାୟୀ କିଛି ନୂଆ ଯୋଜନା ପ୍ରସ୍ତୁତ କରିବେ। ଆବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ଧଳା। ଆରାଧନା: ବାବା ହରିଶଙ୍କର।
/sambad/media/post_attachments/wp-content/uploads/2017/11/kumbha.jpg) କୁମ୍ଭ: ସମୟ ଅନୁକୂଳ। ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ। ବ୍ୟବସାୟ ବୃଦ୍ଧି ଲାଗି ନିକଟ ସଂପର୍କୀୟ ଆପଣଙ୍କୁ ସହଯୋଗ କରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସରସ୍ୱତୀ।
କୁମ୍ଭ: ସମୟ ଅନୁକୂଳ। ସ୍ଥିତି ଆପଣଙ୍କ ଅନୁସାରେ ବଦଳି ଯିବ। ବ୍ୟବସାୟ ବୃଦ୍ଧି ଲାଗି ନିକଟ ସଂପର୍କୀୟ ଆପଣଙ୍କୁ ସହଯୋଗ କରିବେ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଆହୁରି ଭଲ ହେବ। ପ୍ରେମ ସମ୍ବନ୍ଧ ଭଲ ରହିବ। ଶୁଭରଙ୍ଗ: ଘିଅ ରଙ୍ଗ। ଆରାଧନା: ମାଆ ସରସ୍ୱତୀ।
/sambad/media/post_attachments/wp-content/uploads/2017/11/mina.jpg)
ମୀନ: ଆପଣ ନିଜର ଭଲ ମନୋଭାବ ଅନୁଭବ କରିବେ। ମିଠା କଥା କହି ସମସ୍ତଙ୍କ ହୃଦୟ ଜିଣିନେବେ। ନୂଆ ଯୋଜନା ଉପରେ କାମ ଆରମ୍ଭ କରିବେ। ଚାକିରି ସମ୍ବନ୍ଧିତ କୌଣସି ଭଲ ଖବର ମିଳିପାରେ। ଛାତ୍ରୀଙ୍କୁ କମ ପରିଶ୍ରମରେ ଯଥେଷ୍ଟ ସଫଳତା ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ବାବା ଲୋକନାଥ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/07/today-rasifal-2.jpg)
