ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ବୀରତ୍ବକୁ ବଳ ମିଳିବ। କାର୍ଯ୍ୟ କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଫଇସଲା ନେଇପାରନ୍ତି। ଅଚାନକ ଧନପ୍ରାପ୍ତି ହେବ। ଜୀବନସାଥୀଙ୍କ ବ୍ୟବହାର ପ୍ରେମ ଭରା ରହିବ। ଛାତ୍ରୀଙ୍କ ଲାଗି ଦିନଟି ବଢ଼ିଆ ରହିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଭଦ୍ରକାଳୀ।

ବୃଷ: ଆପଣଙ୍କ କ୍ୟାରିଅର ଲାଗି ଭଲ ଦିନଟିଏ। ରାଜନୀତିରେ ନୂଆ ଦାୟିତ୍ବ ଗ୍ରହଣ କରିବେ। ଧାର୍ମିକ ଆୟୋଜନରେ ଆପଣ ସେବା କରିବାର ଅବସର ମିଳିବ। ପ୍ରେମ ବ୍ୟବହାରରେ ସତେଜତା ଅନୁଭବ କରିବେ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ସୁରେଶ୍ବରୀ।

ମିଥୁନ: ପରିଶ୍ରମୀ ଲୋକଙ୍କୁ ନିଜ ପରିଶ୍ରମର ମିଠାଫଳ ମିଳିବ। ଆଜି ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। ଅନ୍ୟମାନଙ୍କ ସହିତ କଥା କହିବା ସମୟରେ ଶଦ୍ଦ ଉପରେ ଧୢାନ ଦିଅନ୍ତୁ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲିଙ୍ଗରାଜ।

କର୍କଟ: ଆଜି ଆପଣ ଚିନ୍ତା ମୁକ୍ତ ରହିବେ। କୌଣସି ମିତ୍ରଙ୍କ ସହାୟତାରେ ଆରାମରେ ନିଶ୍ବାସ ନେବେ। କର୍ମଜୀବୀ ମହିଳାଙ୍କର ଅଫିସରେ ଦିନଟି ଭଲରେ କଟିବ। ପାଖ ଆଖକୁ ଯାତ୍ରା କରିପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: କଳ୍ପନାର ଦୁନିଆରେ ରହିବେ। ବନ୍ଧୁଙ୍କ ମାଧୢମରେ ଆର୍ଥିକ ଲାଭ ହେବ। କର୍ତ୍ତୃପକ୍ଷ ଆପଣଙ୍କୁ ନୂଆ କାମ ଅର୍ପଣ କରିବେ। ପ୍ରିୟ ବନ୍ଧୁଙ୍କ ମନର କଥା କହିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ମେରୁନ। ଆରାଧନା: ମାଆ ବିରଜା।

କନ୍ୟା: ସ୍ବାସ୍ଥ୍ୟ ଭଲ ଓ ମନ ପ୍ରସନ୍ନ ରହିବ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସମାଜରେ ଆପଣଙ୍କର ପ୍ରତିଷ୍ଠା ବଢ଼ିବ। ଆୟର ନୂଆ ମାଧୢମ ଦୃଷ୍ଟିଗୋଚର ହେବ। ପ୍ରିୟ ବନ୍ଧୁଙ୍କ ସହିତ ବାହାରକୁ ବୁଲି ଯିବେ। ଶୁଭରଙ୍ଗ: ଧଳା। ଆରାଧନା: ମହାଲକ୍ଷ୍ମୀ।

ତୁଳା: ଆପଣଙ୍କ ଦୃଷ୍ଟିକୋଣ ପ୍ରଗତିଶୀଳ ରହିବ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ବ୍ୟବସାୟ କରିବା ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି। ବାହାନ ସାବଧାନତାର ସହ ଚଳାନ୍ତୁ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ମଝିଘରିଆଣୀ।

 

 

ବିଛା: ସକାରାତ୍ମକ ତରଙ୍ଗରେ ପୂର୍ଣ୍ଣ ରହିବେ। ଆପଣଙ୍କ ସ୍ବଭାବ ଅନ୍ୟମାନଙ୍କୁ ପ୍ରଭାବିତ କରିବ। ସାମାଜିକ ସମାରୋହରେ ସହଭାଗିତା କରିବାର ସୁଯୋଗ ମିଳିବ। ବ୍ୟବସାୟରେ ପ୍ରଚୁର ଲାଭ ପାଇବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ଧନୁ: ଆଜି ଭାଗ୍ୟ ଆପଣଙ୍କ ସଙ୍ଗରେ ରହିବ। ବ୍ୟବସାୟ ଓ ଚାକିରି ସମ୍ବନ୍ଧିତ କାମ ପୂରା ହେବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପରିବାରରେ ଆପଣଙ୍କର ପ୍ରାଧାନ୍ୟ ବୃଦ୍ଧି ହେବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଶାରଳା।

ମକର: ପୂଜାପାଠ କାର୍ଯ୍ୟକ୍ରମରେ ରୁଚି ବଢ଼ିବ। ଧର୍ମ ଚର୍ଚ୍ଚାରେ ଅ˚ଶ ଗ୍ରହଣ କରିବେ। ବୟୋଜ୍ୟେଷ୍ଠଙ୍କ ସହିତ ସ˚ପର୍କ ନିକଟସ୍ଥ ହେବ। ବେକାରଙ୍କୁ ରୋଜଗାରର ଭଲ ଅବସର ମିଳିବ। ଶୁଭରଙ୍ଗ: କଫିରଙ୍ଗ। ଆରାଧନା: ମାଆ କାଳୀଯାଈ।

କୁମ୍ଭ: ଆପଣ ଟିକେ ବିଷାଦଗ୍ରସ୍ତ ରହିବେ। ଜୀବନସାଥୀଙ୍କ ପରାମର୍ଶ ନେଇ କାମ କରନ୍ତୁ ଲାଭ ହେବ। କ˚ପାନି ଚାକିରିଆଙ୍କୁ ନୂଆ ପରିଯୋଜନା ମିଳିପାରେ। ପ୍ରେମିକ ପ୍ରେମିକାଙ୍କ ଲାଗି ଭଲ ଦିନଟିଏ। ଶୁଭରଙ୍ଗ: କମଳାରଙ୍ଗ। ଆରାଧନା: ମହାଲକ୍ଷ୍ମୀ।

ମୀନ: ଆର୍ଥିକ ସମସ୍ୟାର ସମାଧାନ ହେବ। ବେପାରିଙ୍କ ଲାଗି ସମୟ ଲାଭପ୍ରଦ। ସରକାରୀ ଚାକିରିଆଙ୍କୁ ଲାଭ ମିଳିପାରେ। ପ୍ରିୟ ବନ୍ଧୁଙ୍କ ସହିତ ସିନେମା ଦେଖିବାକୁ ଯିବେ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ତାରିଣୀ।

ସମ୍ବନ୍ଧିତ ଖବର