ଜାଣନ୍ତୁ ଆଜିର ରାଶିଫଳ

ମେଷ: ସହଯୋଗୀଙ୍କ ସହଯୋଗ ପାଇବା ପାଇଁ ଚେଷ୍ଟା କରିବାକୁ ପଡ଼ିବ। କିଛି ମୁସ୍କିଲର ସାମନା କରିବାକୁ ପଡ଼ିପାରେ। ବ୍ୟବସାୟକୁ ନେଇ ଅନ୍ୟ ସହରରେ ବିସ୍ତାର କରିବା ଲାଗି ଭାବିବେ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ରାମଚଣ୍ତୀ।

ବୃଷ: ସାରାଦିନ ସ୍ଫୂର୍ତ୍ତିଶୀଳ ରହିବେ। ରାଜନୀତିରେ ସୀମା ବଢ଼ାଇବେ। ବ୍ୟବସାୟରେ ବଡ଼ ବଡ଼ ଲୋକଙ୍କ ସହିତ ସାକ୍ଷାତ ଲାଭକାରୀ ହେବ। ପାରିବାରିକ ଜୀବନ ସୁଖମୟ ହେବ। ଛାତ୍ରଙ୍କୁ ଶିକ୍ଷକଙ୍କ ମାର୍ଗ ଦର୍ଶନ ମିଳିବ। ଶୁଭରଙ୍ଗ: ଧଳା। ଆରାଧନା: ମାଆ ଦୁର୍ଗା।

ମିଥୁନ: ଆଜି ଆପଣଙ୍କର ସବୁ ମନୋକାମନା ପୂରା ହେବ। ଅଫିସରେ ନୂଆ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବ୍ୟବସାୟରେ ଆଶା ଠୁଁ ଅଧିକ ଲାଭ ପାଇବେ। ବିବାହିତ ବାହାରକୁ ବୁଲି ଯିବାର ଯୋଜନା କରିବେ। ଶୁଭରଙ୍ଗ: ସବୁଜ। ଆରାଧନା: ବାବା ଲିଙ୍ଗରାଜ।

କର୍କଟ: ବ୍ୟବସାୟୀଙ୍କ ପାଇଁ ଦିନଟି ଅନୁକୂଳ। ଆପଣଙ୍କର ଧନ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ପାରିବାରିକ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ପାଇବେ। ଶୁଭରଙ୍ଗ: ଧୂସର। ଆରାଧନା: ମାଆ ସମଲେଶ୍ବରୀ।

ସି˚ହ: ଆଜି ଆପଣ ଚିନ୍ତା ମୁକ୍ତ ରହିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଉତ୍ତମ। ନିକଟ ସ˚ପର୍କିୟଙ୍କ ମାଧୢମରେ ଫାଇଦା ହେବ। ନୂଆ ଘର କିଣିବା ଲାଗି ଦିନଟି ଶୁଭ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ବଗଳାମୁଖୀ।

କନ୍ୟା: ଆପଣଙ୍କ ଊର୍ଜାର ସ୍ତର ବୃଦ୍ଧି ହେବ। ଆପଣଙ୍କ କଥା ଓ କାମ କରିବା କୌଶଳ ଲୋକଙ୍କୁ ଖୁସି କରାଇବ। କର୍ତ୍ତୃପକ୍ଷ ଖୁସି ରହିବା ହେତୁ ଆପଣଙ୍କର ଦରମା ବଢ଼ିପାରେ। ଜୀବନସାଥୀଙ୍କ ଠାରୁ ଉପହାର ପାଇବେ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଶାରଳା।

ତୁଳା: ଦିନଟି ଆପଣଙ୍କ ଲାଗି ବଢ଼ିଆ ରହିବ। ସ୍ଥଗିତ ଥିବା କାମ ପୂରା ହେବାରୁ ମନ ପ୍ରସନ୍ନ ହେବ। ପଇସା ସମ୍ବନ୍ଧୀୟ ଭଲ ଖବର ମିଳିପାରେ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। ସୁସ୍ବାଦୁ ଖାଦ୍ୟ ଭୋଜନ କରିବେ। ଶୁଭରଙ୍ଗ: ନୀଳ। ଆରାଧନା: ଶ୍ରୀକୃଷ୍ଣ।

 

 

 

 

ବିଛା: ରଚନାତ୍ମକ କାମରେ ଆପଣଙ୍କର ନାମ ହେବ। ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ମିଳିବ। ମିତ୍ରଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା ପ୍ରସ୍ତୁତ କରିବେ। ଛାତ୍ରଙ୍କୁ ଲେଖାପଢ଼ାରେ ପରିଶ୍ରମ କରିବା ଜରୁରୀ। ଶୁଭରଙ୍ଗ: ଲାଲ। ଆରାଧନା: ମାଆ ଭୈରବୀ।

ଧନୁ: ଭାଗ୍ୟ ଆପଣଙ୍କୁ ସାଥ ଦେବ। କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ କରିବେ ଏବ˚ ସଫଳ ହେବେ। ରାଜନୀତିରେ ଲାଭ ମିଳିବାର ସ୍ଥିତି ଉତ୍ପନ୍ନ ହେବ। ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭରଙ୍ଗ: କମଳାରଙ୍ଗ। ଆରାଧନା: ମାଆ ଗାୟତ୍ରୀ।

ମକର: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଦୀର୍ଘଦିନରୁ ସ୍ଥଗିତ ଥିବା କାମ ପୂରା ହେବ। ସେୟାର ବଜାରରେ ଲାଭ ପାଇବେ। କୌଣସି ମନୋର˚ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି। ଶୁଭରଙ୍ଗ: ଧଳା। ଆରାଧନା: ଶ୍ରୀଗଣେଶ।

କୁମ୍ଭ: ସତସଙ୍ଗରେ ସମୟ ବିତିବ। ସନ୍ତାନଙ୍କ ଠାରୁ ଭଲ ଖବର ପାଇବେ। ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରଭାବ ବଢ଼ିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ହେବ। ଦାଂପତ୍ୟ ଜୀବନରେ ମଧୁରତା ବଢ଼ିବ। ଶୁଭରଙ୍ଗ: ନୀଳ। ଆରାଧନା: ହର ପାର୍ବତୀ।

ମୀନ: ଧାର୍ମିକ କାର୍ଯ୍ୟର ଆୟୋଜନରେ ସଫଳତା ମିଳିବ। ମନରେ ନୂଆ ବିଚାର ଆସିବ। ସରକାରୀ କାମରେ କିଛି ଲୋକଙ୍କ ସାହାଯ୍ୟ ମିଳିବ। ଛାତ୍ରଙ୍କୁ ଶୁଭ ଖବର ମିଳିବ। ସ୍ବାସ୍ଥ୍ୟରେ ସୁଧାର ହେବ। ଶୁଭରଙ୍ଗ: କ୍ରୀମ୍‌। ଆରାଧନା: ମାଆ ସମଲେଶ୍ବରୀ।

ସମ୍ବନ୍ଧିତ ଖବର