/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିପାରନ୍ତି। ଚାକିରିଆଙ୍କୁ ବଦଳିର ସୂଚନା ମିଳିବ। ଦାମ୍ପତ୍ୟ ଜୀବନ ସୁଖକର ହେବ। ସନ୍ତାନଙ୍କ କାମରେ ଅଧିକ ଖର୍ଚ୍ଚ କରିପାରନ୍ତି।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ଆପଣ କାହାରିକୁ ମନର କଥା କହିପାରନ୍ତି। ବ୍ୟବସାୟରେ ସକାରାତ୍ମକ ପରିଣାମ ପାଇବେ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଆପଣ ନିଜ କାମରେ ସତର୍କତା ଅବଲମ୍ବନ କରନ୍ତୁ। କାହାରି ଉପରେ ଅଧିକ ଭରସା କରନ୍ତୁ ନାହିଁ। ସନ୍ଧ୍ୟାରେ ପରିବାର ଲୋକଙ୍କ ସହିତ ହସଖୁସିର ସମୟ ବିତିବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ପୂଜାପାଠରେ ସମୟ ବିତିବ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ। ଜୀବନସାଥୀଙ୍କ ସହିତ ବ୍ୟବସାୟ ସମ୍ବନ୍ଧରେ କଥା ହେବେ। ଡାକ୍ତର ଛାତ୍ର ବରିଷ୍ଠଙ୍କ ସାହାଯ୍ୟ ପାଇବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଶାରୀରିକ ଓ ମାନସିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭାବିବେ। ଆତ୍ମୀୟ ସ୍ବଜନ ସହିତ ପୂର୍ବ ଅପେକ୍ଷା ସମ୍ବନ୍ଧ ଆହୁରି ଭଲ ହେବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ସରକାରୀ ଚାକିରିଆଙ୍କ ଲାଗି ଦିନଟି ଭଲ। ଜୀବନସାଥୀଙ୍କ ଠାରୁ ଭଲ ଖବର ଶୁଣିବେ। ପ୍ରସାଧନ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆପଣ କୌଣସି ଭଲ କାମରେ ସହଯୋଗ କରିବେ। ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ହେବ। ପ୍ରେମୀଯୁଗଳ ଉଭୟେ ଉଭୟଙ୍କ ଭାବନାକୁ ସମ୍ମାନ କରିବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଜମିରେ ନିବେଶ ନେଇ ଚିନ୍ତା କରିବେ। ଶିକ୍ଷାଲାଭ ଲାଗି ଦିନଟି ଭଲ। ଔଷଧ ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ। ଭ୍ରମଣ ସୁଖର ଯୋଗ ରହିଛି।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ପିତାଙ୍କୁ ଆପଣଙ୍କର କାମ ପାଇଁ ଗର୍ବ ହେବ। ବଡ଼ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ଚାକିରିଆଙ୍କ ଲାଗି ଭଲ ଦିନଟିଏ। ରାଜନୀତିରେ ସଫଳତା ପାଇବେ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଘରେ କୌଣସି ଧାର୍ମିକ ଅନୁଷ୍ଠାନ କରିବା ପାଇଁ ଭାବିବେ। ସାହିତ୍ୟ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ। କେହି ନିଜର ପିଲା ପାଇଁ ଆପଣଙ୍କ ଠାରୁ ପରାମର୍ଶ ନେବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ପରୋପକାର କାର୍ଯ୍ୟରେ ସମୟ ଦେବେ। ସ୍ଥପତିଙ୍କ ଲାଗି ଦିନଟି ଆରାମଦାୟକ ରହିବ। ଅଫିସରେ ବଡ଼ ଦାୟିତ୍ବ ଆପଣଙ୍କ କାନ୍ଧକୁ ଆସିବ। ଜୀବନସାଥୀଙ୍କୁ କିଛି ଭଲ କଥା କହିବେ।
ମୀନ: ଆପଣ ନିଜର କାର୍ଯ୍ୟ କୁଶଳତାରେ ବୃଦ୍ଧି କରିବା ଦରକାର। ଟିକେ ଚିଡ଼ିଚିଡ଼ା ଅନୁଭବ କରିପାରନ୍ତି। କାମରେ ଜୀବନସାଥୀଙ୍କର ସହଯୋଗ ପାଇବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)