/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ସାମାଜିକ ପରିସର ବୃଦ୍ଧି ହେବ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ। ପାଖଲୋକ ଆପଣଙ୍କ ଖୁସିକୁ ଦିଗୁଣା କରିଦେବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଅଫିସରେ ଅଧିକ ସମୟ କାମ କଲେ ଯାଇ ଅବଶିଷ୍ଟ କାମ ପୂରା ହେବ। ବିରୋଧୀମାନେ ଆପଣଙ୍କ ସମ୍ମୁଖକୁ ଆସିବା ପାଇଁ ଭୟ କରିବେ। ବାଲ୍ୟବନ୍ଧୁ ସହିତ ମିଶିବା ପାଇଁ ମନ କହିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: କାମ କରିବା ସମୟରେ ମନକୁ ଶାନ୍ତ ରଖନ୍ତୁ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିପାରେ। ପାରିବାରିକ ଜୀବନ ସୁଖକର ହେବ। ବାହନ ସାବଧାନତାର ସହ ଚଳାନ୍ତୁ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଆପଣଙ୍କର ଚେଷ୍ଟା ସଫଳ ହେବ। ଦୀର୍ଘ ଦିନରୁ ଲାଗି ରହିଥିବା ଚିନ୍ତା କମ୍ ହେବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ବନ୍ଧୁ ଓ ପରିବାର ଲୋକଙ୍କ ସହିତ ହସ ଖୁସିରେ ସମୟ ବିତିବ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ପରିବାର ଦାୟିତ୍ବ ତୁଲାଇବେ। ଗାୟକଙ୍କ ଲାଗି ଭଲ ଦିନଟିଏ। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଅଫିସ କାମ ଅତିଶୀଘ୍ର ସଂପୂର୍ଣ୍ଣ କରିବେ। କୌଣସି ବନ୍ଧୁ ଆପଣଙ୍କ ଘରକୁ ଆସିବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକ ଭଲ ପ୍ରଦଶର୍ନ କରିବେ। ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ବଢ଼ିବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆପଣଙ୍କ ବିଚାର ସକାରାତ୍ମକ ରହିବ। ଯାହା ବି କାମ କରିବେ ସଫଳତା ପାଇବେ। ନୂଆ ବେପାରରେ ସାମିଲ ହେବାର ସୁଯୋଗ ପାଇପାରନ୍ତି। ପାରିବାରିକ ଜୀବନ ସୁଖମୟ ହେବ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଭାବିଥିବା କାମ ଭାଇ ଭଉଣୀଙ୍କ ସହଯୋଗରେ ପୂରା ହୋଇଯିବ। ରାଜନେତାଙ୍କ ଲାଗି ଭଲ ଦିନଟିଏ। ପଦୋନ୍ନତି ମିଳିବାର ସୁଯୋଗ ରହିଛି। ସ୍ବାସ୍ଥ୍ୟ ନେଇ ସତର୍କ ରୁହନ୍ତୁ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଅଫିସ କାମ ସଂପୂର୍ଣ୍ଣ କରିବା ପାଇଁ ବ୍ୟସ୍ତ ରହିବେ। ଅଧିକାର ଜାହିର କରିବା ପ୍ରବୃତ୍ତି ଉପରେ ନିୟନ୍ତ୍ରଣ ରଖନ୍ତୁ। ପାଖଲୋକଙ୍କ ଠାରୁ ଖୁସି ଖବର ପାଇବେ। ପ୍ରେମ ଜୀବନ ମଧୁର ହେବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ରଚନାତ୍ମକ କାର୍ଯ୍ୟରେ ପ୍ରସିଦ୍ଧି ପାଇବେ। ସମ୍ମୁଖକୁ ଆସୁଥିବା ସବୁ ଆହ୍ବାନର ଦୃଢ଼ ମୁକାବିଲା କରିବେ। ବ୍ୟବସାୟରେ ଆଶାଜନକ ଫଳ ପାଇବେ। ଘରକୁ ବନ୍ଧୁ ଆସିବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଲେଖକଙ୍କ ଲାଗି ଭଲ ଦିନଟିଏ। କାରବାରରେ ଲାଗି ରହିଥିବା ସମସ୍ୟାର ନିବାରଣ ହେବ। ଜମି କିଣିବା ଲାଗି ଭାବି ପାରନ୍ତି। ପାରିବାରିକ ଜୀବନ ଶାନ୍ତିମୟ ହେବ।
ମୀନ: ସିଭିଲ୍ ଇଂଜିନିୟରଙ୍କ ଲାଗି ଦିନଟି ଆରାମଦାୟକ ରହିବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଜୀବନସାଥୀଙ୍କ ସହିତ ପୂର୍ବ କଥାକୁ ନେଇ ମନୋମାଳିନ୍ୟ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)