/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ସମାଜରେ ଆପଣଙ୍କ ପ୍ରତିଷ୍ଠା ବଢ଼ିବ। ଅଫିସରେ ଅଧସ୍ତନ କର୍ମଚାରୀ ଆପଣଙ୍କ ଠାରୁ କାମ ଶିଖିବାକୁ ଚାହିଁବେ। ଆପଣଙ୍କ ସହିତ କୌଣସି ବନ୍ଧୁ ମିଶିବା ପାଇଁ ଆସିବେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ଚାକିରିଜୀବୀଙ୍କୁ ନୂଆ ପ୍ରକଳ୍ପ ଉପରେ କାମ କରିବାର ମଉକା ମିଳିବ। କୌଣସି ବଡ଼ ବୁଝାମଣା ଭାବିଚିନ୍ତି କରନ୍ତୁ। ପାରିବାରିକ ଜୀବନରେ ମହତ୍ତ୍ବପୂର୍ଣ୍ଣ କାମ ପୂରା ହେବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଯେଉଁ କାମ ହାତକୁ ନେବେ ସେଥିରେ ସଫଳ ହେବେ। ବଡ଼ ଭାଇଙ୍କ ସହଯୋଗ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: କାମ କରିବା ସମୟରେ ମନ ଶାନ୍ତ ରଖନ୍ତୁ। ଚାକିରିଜୀବୀଙ୍କ ବଦଳି ମନ ପସନ୍ଦ ଜାଗାକୁ ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ପ୍ରିୟତମଙ୍କୁ ମନର କଥା କହିବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: କଠିନ ପରିସ୍ଥିତିରେ ସଂଯମରେ କାମ କରନ୍ତୁ। ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଆରାମଦାୟକ ରହିବ। ବ୍ୟବସାୟୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ଆପଣଙ୍କର କଳାତ୍ମକ କ୍ଷମତାର ବିକାଶ ହେବ। ଚାକିରିଜୀବୀଙ୍କୁ ପଦୋନ୍ନତି ମିଳିପାରେ। ବ୍ୟବସାୟରେ କିଛି ପରିବର୍ତ୍ତନ କରିପାରନ୍ତି। ଜୀବନସାଥୀ ଭଲ ଖବର ଶୁଣାଇବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଆର୍ଥିକ ଚିନ୍ତାର ସମାଧାନ ବାହାରିବ। ନିତିଦିନିଆ କାର୍ଯ୍ୟ ନିର୍ଦ୍ଧାରିତ ସମୟ ପୂର୍ବରୁ ପୂରା ହେବ। ସୁସମ୍ବାଦ ପାଇବେ। ଅନ୍ତରଙ୍ଗ ବନ୍ଧୁ ସହିତ ମିଶିବା ଲାଗି ତାଙ୍କ ଘରକୁ ଯିବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: କ୍ୟାରିୟରରେ ଉନ୍ନତି ଲାଗି ଭଲ ଦିନଟିଏ। କୌଣସି କାମରେ ଘର ଲୋକଙ୍କ ସାହାଯ୍ୟ ପାଇବେ। କାରବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଆପଣଙ୍କୁ କିଛି ଏଭଳି ହାସଲ ହେବ ଯାହା ବହୁଦିନରୁ ତଲାସରେ ଥିଲେ। କୌଣସି ବଡ଼ ଉଦ୍ୟୋଗ ସହିତ ଯୋଡ଼ିବାର ମଉକା ପାଇବେ। ପ୍ରେମିକାଙ୍କୁ କୌଣସି ଉପହାର ଦେଇପାରନ୍ତି।
/sambad/media/post_attachments/wp-content/uploads/2017/11/makar.jpg)
ମକର: ଘର ଲୋକଙ୍କ ସହିତ ଅଧିକ ସମୟ ଅତିବାହିତ କରିବାର ମଉକା ପାଇବେ। ବ୍ୟବସାୟରେ ଲାଭ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ନେବେ। ଚାକିରିଜୀବୀଙ୍କୁ ଖୁସି ଖବର ମିଳିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଅଜଣା ବ୍ୟକ୍ତିଙ୍କ ଉପରେ ଆବଶ୍ୟକତା ଠାରୁ ଅଧିକ ଭରସା ରଖନ୍ତୁ ନାହିଁ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। ଛାତ୍ରଙ୍କୁ ଲେଖାପଢ଼ାରେ ଅଧିକ ପରିଶ୍ରମ କରିବାକୁ ହେବ।
ମୀନ: ଆପଣଙ୍କ ମନ ଧର୍ମକାର୍ଯ୍ୟରେ ଅଧିକ ଲାଗି ରହିବ। ଆର୍ଥିକ ଯୋଜନାରେ ସଫଳ ରହିବେ। କର୍ମକ୍ଷେତ୍ରରେ ଆଶାନୁରୂପ ସଫଳତା ପାଇବେ। ବୈବାହିକ ଜୀବନ ଭଲ ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)