/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ଆପଣଙ୍କ ମସ୍ତଷ୍କରେ ଯେଉଁ ବିଚାର ଆସିବ ତାହା ସଫଳ ହେବ। ସନ୍ତାନ ପକ୍ଷରୁ ଖୁସି ଖବର ପାଇବା ଯୋଗୁଁ ଗୌରବ ଅନୁଭବ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଭାବି ପାରନ୍ତି। ଚାକିରିରେ ପଦୋନ୍ନତି ମିଳିବା ଯୋଗୁଁ ଆର୍ଥିକ ସ୍ଥିତି ସୁଧୁରିବ। ବନ୍ଧୁ ସହିତ ମଉଜ ମସ୍ତିରେ ସମୟ ବିତିବ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। କ୍ୟାରିୟରକୁ ନେଇ ବଡ଼ ନିଷ୍ପତ୍ତି ନେଇ ପାରନ୍ତି। ବ୍ୟବସାୟରେ ଲାଭ ପାଇବେ। ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: କୌଣସି କାମରେ ଯଥେଷ୍ଟ ଲାଭ ହେବ। ଅଫିସର ପ୍ରକଳ୍ପ ପୂରା କରିବାରେ ସହକର୍ମୀଙ୍କ ସାହାଯ୍ୟ ପାଇବେ। ଜୀବନସାଥୀଙ୍କ ସହିତ ବୁଲି ଯିବାର ଯୋଜନା କରିବେ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ଭବିଷ୍ୟତକୁ ଲକ୍ଷ୍ୟ ରଖି ଜରୁରୀ କାମ ସଂପୂର୍ଣ୍ଣ କରିବା ପାଇଁ ଯୋଜନା କରନ୍ତୁ। ଉପରିସ୍ଥ କର୍ମଚାରୀ ଆପଣଙ୍କ କାମକୁ ପ୍ରଶଂସା କରିବେ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: ବ୍ୟବସାୟ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ଅଫିସରେ ଆପଣଙ୍କ କଥାକୁ ଲୋକେ ଗୁରୁତ୍ବ ଦେବେ। ସନ୍ଧ୍ୟାରେ ବନ୍ଧୁ ସହିତ ସୁଖଦ ସାକ୍ଷାତ ହେବ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ନୂଆ କାମ ଆରମ୍ଭ କରିବା ଲାଗି ଦିନଟି ଶୁଭ। ଯାତ୍ରା ସୁଖଦ ଓ ଲାଭଦାୟକ ସାବ୍ୟସ୍ତ ହେବ। ଲେଖକଙ୍କ ବିଚାରର ପ୍ରଶଂସା ହେବ। ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହେବ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ଚାକିରି ବୃତ୍ତିରେ ଲାଗି ରହିଥିବା ବିଶୃଙ୍ଖଳା ଦୂର ହୋଇଯିବ। ପଇସା ଦେଣନେଣ ବେଳେ ସାବଧାନତା ଅବଲମ୍ବନ କରନ୍ତୁ। ବେକାରଙ୍କୁ ରୋଜଗାର ମିଳିବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ବିଶେଷ କାର୍ଯ୍ୟର ଦୂର ସ୍ଥାନକୁ ଯିବେ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ରହିବ। ଚାକିରି ସମ୍ବନ୍ଧରେ ଶୁଭ ଖବର ମିଳିବା ହେତୁ ପରିବାରରେ ଖୁସିର ପରିବେଶ ରହିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ବ୍ୟବସାୟରେ ଭଲ ଫଳ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ଅଫିସରେ ନୂଆ ଲୋକଙ୍କ ସହିତ ମିଶିବେ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ନିଜର ଲକ୍ଷ୍ୟ ହାସଲ ପାଇଁ ଠୋସ୍ ଯୋଜନା କରିବେ। ଅଧ୍ୟାପକଙ୍କ ଲାଗି ଧନଲାଭର ନୂଆ ମାର୍ଗ ଖୋଲିବ। ଉଦୀୟମାନ ଲେଖକଙ୍କ ପାଇଁ ଦିନଟି ଶୁଭ।
ମୀନ: ଆପଣଙ୍କ ଧ୍ୟାନ ଆଧ୍ୟାତ୍ମିକ ବିଚାରରେ ଲାଗି ରହିବ। ଇଚ୍ଛା ପୂରଣର ଉଦ୍ୟମରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଶୁଭ। ଅଚାନକ ଧନଲାଭ ହେବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)