publive-image

Advertisment

ମେଷ: କଳାତ୍ମକ କାର୍ଯ୍ୟରେ ରୁଚି ବଢ଼ିବ। ଧନଲାଭର ଯୋଗ ଅଛି। ଜୀବନସାଥୀଙ୍କୁ ଉପହାର ଦେବେ। ଆପଣଙ୍କୁ ସାମାଜିକ କାର୍ଯ୍ୟ ଲାଗି ସମ୍ମାନିତ କରାଯିବ। ‌

publive-image

ବୃଷ: ଏକାଗ୍ରତାର ସହ କାମ ପୂରା କରିବାକୁ ଚେଷ୍ଟା କରିବେ। ନୂଆ ଉତ୍ସରୁ ଆଶା ଠାରୁ ଅଧିକ ଧନଲାଭ ହେବ। ସମାରୋହରେ କୌଣସି ଅନ୍ତରଙ୍ଗ ବନ୍ଧୁ ସହିତ ଦେଖା ହେବ। ‌

publive-image

ମିଥୁନ: ମନୋବଳର ସ୍ତର ଉଚ୍ଚା ରହିବ। ଅଫିସରେ ଅଧିକାରୀଙ୍କ ସାହାଯ୍ୟ ପାଇବେ। ପୂର୍ବରୁ ଲାଗି ରହିଥିବା ବିବାଦର ସମାଧାନ ହୋଇଯିବ।

publive-image

କର୍କଟ: ସାମାଜିକ ପରିସର ବୃଦ୍ଧି ହେବ। ଦୈନିକ କାମରେ ପୂର୍ଣ୍ଣ ସଫଳତା ପାଇବେ। ପ୍ରିୟ ବନ୍ଧୁ ସହିତ ମିଳନ ଯୋଗ ରହିଛି। ଯାନବାହନ କିଣିବା ଲାଗି ଦିନଟି ଶୁଭ।

publive-image

ସିଂହ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ଆପଣ କିଛି ନୂଆ ଶିକ୍ଷା ଲାଭ କରିବେ। ବେପାରରେ ଲାଭ ପାଇବେ। ଜୀବନସାଥୀ ସହ ରାଜ୍ୟ ବାହାରକୁ ବୁଲି ଯିବେ।

publive-image

କନ୍ୟା: ପୂର୍ବ କଥାକୁ ନେଇ ଚିନ୍ତିତ ରହିବେ। କାରବାରରେ ଉନ୍ନତି ହେବ। ଅଫିସ କାମରେ ଦୂର ସ୍ଥାନକୁ ଯିବେ। ଅବିବାହିତଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ।

publive-image

ତୁଳା: ସବୁ କାମ ଆପଣଙ୍କ ମନ ମୁତାବକ ପୂରା ହେବ। ଅନ୍ତରଙ୍ଗ ବନ୍ଧୁ ସହିତ ସାକ୍ଷାତ ହେବ। ଓକିଲଙ୍କ ଲାଗି ଦିନଟି ଲାଭପ୍ରଦ। ଛାତ୍ରଛାତ୍ରୀ କିଛି ନୂଆ ଶିଖିବାର ସୁଯୋଗ ପାଇବେ।

publive-image

ବିଛା: କାମ ନିର୍ଦ୍ଧାରିତ ସମୟରେ ପୂରା ନହେବା ଯୋଗୁଁ ଅଶାନ୍ତି ବଢ଼ିପାରେ। କାରବାରରେ ଧନଲାଭ ହେବ। କାହାରି ସହିତ ଝଗଡ଼ା କରନ୍ତୁ ନାହିଁ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।

publive-image

ଧନୁ: କିଛି ଲୋକଙ୍କର ପୂରା ସମର୍ଥନ ପାଇବେ। ଇଂଜିନିଅରଙ୍କୁ ଭଲ ଅବସର ମିଳିବ। ମହତ୍ତ୍ବପୂର୍ଣ୍ଣ ପାରିବାରିକ କାମ ସଂପୂର୍ଣ୍ଣ ହେବ। ଜୀବନସାଥୀଙ୍କ ସହ ସନ୍ଧ୍ୟା କାଟିବେ।

publive-image

ମକର: କୌଣସି କାମରେ ମାତାପିତାଙ୍କ ସହଯୋଗ ପାଇବେ। ଆପଣଙ୍କ ବିଚାରରେ ଅନ୍ୟମାନଙ୍କୁ ସହମତ କରାଇବେ। ପ୍ରେମ ପ୍ରସଙ୍ଗ ପ୍ରତି ଆକର୍ଷଣ ବଢ଼ିବ।

publive-image

କୁମ୍ଭ: ଧର୍ମକାର୍ଯ୍ୟରେ ଆସ୍ଥା ବଢ଼ିବ। ବେପାର ବୃଦ୍ଧିରେ ବାପାଙ୍କ ସହଯୋଗ ପାଇବେ। ଲେଖକ କୌଣସି ସମା‌ରୋହରେ ସମ୍ମାନିତ ହେବ। ଜୀବନସାଥୀଙ୍କ ସହ ସମ୍ବନ୍ଧ ଭଲ ହେବ।

publive-imageମୀନ: ମନୋରଂଜନ କାର୍ଯ୍ୟକ୍ରମରେ ସାମିଲ ହେବେ। ବନ୍ଧୁ ଠାରୁ ଖୁସି ଖବର ପାଇବେ। କର୍ମଜୀବୀ ମହିଳାଙ୍କ ଲାଗି ଦିନଟି ଭଲ। ବ୍ୟାବସାୟିକ ଚୁକ୍ତି ପାଇଁ ବଡ଼ ସହରକୁ ଯିବେ।