ଜାଣନ୍ତୁ ଆଜିର ରାଶିଫଳ

ମେଷ: ଅଫିସ୍‌ କାମରେ ଉପରିସ୍ଥ କର୍ମଚାରୀ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କୁ ସମ୍ମାନିତ କରାଯିବ। ଶିକ୍ଷକ କୌଣସି ବିଷୟରେ ବିଦ୍ୟାର୍ଥୀଙ୍କୁ ବୁଝାଇବାରେ ସଫଳ ରହିବେ।

ବୃଷ: ଇଜିନିୟର୍ସଙ୍କ ଲାଗି ଦିନଟି ଭଲ ରହିବ। ପ୍ରିୟଜନଙ୍କ ସହ ଜିନିଷ କିଣିବାକୁ ଯିବେ। ଦାମ୍ପତ୍ୟ ଜୀବନରେ ଆପୋସୀ ତାଳମେଳ ବଜାୟ ରହିବ। ଋଣ ପାଇଁ କରିଥିବା ଆବେଦନ ସୁକୃତ ହୋଇପାରେ।

ମିଥୁନ: ଅଫିସ୍‌ରେ ଆପଣଙ୍କ କାମର ଲୋକେ ପ୍ରଶଂସା କରିବେ। ରାଜନୀତି କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ପ୍ରିୟଜନଙ୍କ ସହିତ ବାହାରକୁ ବୁଲି ଯିବେ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।

କର୍କଟ: ପରିବାର ସହିତ ବାହାରକୁ ବୁଲି ଯାଇପାରନ୍ତି। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ। ଆପଣଙ୍କର ସକାରାତ୍ମକ ମନସ୍କତା ଆପଣଙ୍କୁ କାର୍ଯ୍ୟ କ୍ଷେତ୍ରରେ ସଫଳତା ଆଣିଦେବ। ଆପଣଙ୍କୁ ଭଲ ଚାକିରି ମିଳିପାରେ।

ସିଂହ: ଆପଣଙ୍କ ଦାମ୍ପତ୍ୟ ଜୀବନରେ ଉତ୍ସାହର ବାତାବରଣ ରହିବ। ପନିପରିବା ଓ ଫଳ କାରବାରରେ ଆୟ ବଢ଼ିବ। ପ୍ରେମୀଯୁଗଳ ଜଣେ ଅନ୍ୟଜଣଙ୍କର ଭାବନାକୁ ସମ୍ମାନ କରିବେ।

କନ୍ୟା: ଆପଣଙ୍କ ଲାଗି କୌଣସି ଭଲ ଜାଗାରେ ଚାକିରିର ପ୍ରସ୍ତାବ ଆସିପାରେ। ନୂଆ ବ୍ୟବସାୟ କରିବା ଲାଗି ଉତ୍ସୁକ ହୋଇପାରନ୍ତି। ଆପଣଙ୍କର ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଛାତ୍ରଙ୍କୁ କିଛି ନୂଆ ଶିଖିବାକୁ ମିଳିବ।

ତୁଳା: ଶରୀର ସୁସ୍ଥ ଓ ସତେଜ ରହିବ। କଳା କ୍ଷେତ୍ରରେ ଆପଣଙ୍କର ରୁଚି ବଢ଼ିବ। ଜୀବନସାଥୀ ଆପଣଙ୍କୁ ଖୁସି ହେବାର ମାଧ୍ୟମ ଦେବେ। ବସ୍ତ୍ର ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ।

ବିଛା: ପ୍ରସାଧନ ବ୍ୟବସାୟୀଙ୍କର ବିକ୍ରୀ ବଢ଼ିବ। ଅଯଥା ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବା ଦରକାର। ବଡ଼ଙ୍କର ପରାମର୍ଶ କାର୍ଯ୍ୟକ୍ଷେତ୍ରରେ ମାର୍ଗଦର୍ଶକ କରିବ। ଶତ୍ରୁଙ୍କୁ ପରାସ୍ତ କରିବେ।

ଧନୁ: ଆପଣଙ୍କ କାମରେ ମନ ଲାଗିବ। ଦାମ୍ପତ୍ୟ ଜୀବନରେ କୌଣସି ଖୁସି ଖବର ପାଇବେ। କାର୍ଯ୍ୟକ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ। ପ୍ରେମୀଯୁଗଳ ନିଜ ସମ୍ବନ୍ଧର କଥା ଘର ଲୋକଙ୍କୁ କହିବେ।

ମକର: ଘରର ଦାୟିତ୍ବକୁ ଭଲ ଭାବେ ବୁଝି ପାରିବେ। ପରିବାର ସହିତ କୌଣସି ଧର୍ମାନୁଷ୍ଠାନକୁ ଯିବେ। ଧନଲାଭ ଯୋଗ ଅଛି। ଅଫିସ୍‌ରେ ଆପଣଙ୍କ କାର୍ଯ୍ୟ‌ର ଧ୍ୟାନ ଦିଅନ୍ତୁ। କାର୍ଯ୍ୟର ବୋଝ ବଢ଼ିପାରେ।

କୁମ୍ଭ: ଅଫିସ୍‌ କାମ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିପାରିବେ। ଦାମ୍ପତ୍ୟ ଜୀବନରେ ନୂଆ ନୂଆ ଖୁସି ଆସିବ। ପରିଜନଙ୍କ ଠାରୁ କୌଣସି କାମରେ ସାହାଯ୍ୟ ପାଇବେ। ବ୍ୟବସାୟରେ ଭଲ ଲାଭ ହେବ।

ମୀନ: ଆପଣଙ୍କୁ ବନ୍ଧୁ ମାଧ୍ୟମରେ ଭଲ ଚାକିରି ମିଳିବ। ତେଜରାତି ଦୋକାନୀଙ୍କର ଭଲ ଲାଭ ହେବ। ଆପଣ ଅନ୍ୟମାନଙ୍କୁ ଯଥା ସମ୍ଭବ ସାହାଯ୍ୟ କରିବେ। ଦାମ୍ପତ୍ୟ ଜୀବନରେ ସୌହାର୍ଦ୍ଦ ବଢ଼ିବ।

ସମ୍ବନ୍ଧିତ ଖବର