ମେଷ: ବ୍ୟବସାୟରେ ସାହସିକ ପଦକ୍ଷେପ ନେବେ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ପରିବାରରେ ଦାୟିତ୍ବ ବଢ଼ିବ। ରାଜନୀତିରେ ଲୋକଙ୍କ ସହ ତାଳମେଳ ରଖନ୍ତୁ।
Sambad is now on WhatsApp
Join and get latest news updates delivered to you via WhatsApp
ବୃଷ: କାହାରିକୁ କୌଣସି କଥା ବୁଝାଇବାରେ ଭୁଲ୍ ହୋଇପାରେ। ଧ୍ୟାନ ଲଗାଇ ନିଜର କାମ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରନ୍ତୁ। ପିଲାମାନଙ୍କ ଠାରୁ ବହୁତ ଖୁସି ପାଇବେ।
ମିଥୁନ: ଆପଣଙ୍କ ମନ ଆଧ୍ୟାତ୍ମିକ ରହିବ। ବ୍ୟବସାୟରେ ଉନ୍ନତି ହେବ। ଅଫିସରେ ନୂଆ କାମର ଦାୟିତ୍ବ ମିଳିପାରେ। ପ୍ରେମ ସମ୍ବନ୍ଧରେ ମଧୁରତା ବଜାୟ ରହିବ।
କର୍କଟ: ବ୍ୟବସାୟରେ ସଫଳତା ପାଇବେ। ଦାମ୍ପତ୍ୟ ଜୀବନରେ ଦୂରତ୍ବ ସମାପ୍ତ ହେବ। ମହିଳାମାନେ ଜିନିଷ କିଣିବା ଲାଗି ସହରକୁ ଯାଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ।
ସିଂହ: ସକାରାତ୍ମକ ବିଚାର କ୍ୟାରିଅରକୁ ନୂଆ ଦିଶା ଦେବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କୁ ଲାଭ ମିଳିବ। ବାଲ୍ୟବନ୍ଧୁ ସହ ସାକ୍ଷାତ୍ ହେବ। ବୁଲି ଯିବା ପାଇଁ ଯୋଜନା କରିବେ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ସକ୍ରିୟ ରହିବେ। ଆର୍ଥିକ ପକ୍ଷ ମଜଭୁତ ହେବ। ଅନାବଶ୍ୟକ ଭ୍ରମଣ ବର୍ଜନ କରନ୍ତୁ। ଜୀବନସାଥୀ ସହ ସମ୍ବନ୍ଧ ମଜଭୁତ ହେବ।
ତୁଳା: ବାପାମାଆଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଧନଲାଭର ଯୋଗ ରହିଛି। ସାମାଜିକ କାର୍ଯ୍ୟରେ ସମୟ ଦେବେ। କଳାକାରଙ୍କ ଲାଗି ସମୟ ଅନୁକୂଳ।
ବିଛା: କ୍ୟାରିଅର ଲାଗି ଦିନଟି ବହୁତ ଭଲ। ଚେଷ୍ଟାର ସକାରାତ୍ମକ ଫଳ ପାଇବେ। ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ପ୍ରେମୀଙ୍କ ଲାଗି ଭଲ ଦିନଟିଏ।
ଧନୁ: ସଫଳତାର ନୂଆ ଶିଖର ଛୁଇଁବେ। ବ୍ୟବସାୟରେ ବକେୟା ଅର୍ଥ ପାଇବେ। ଘରେ ସୁଖ ସମୃଦ୍ଧି ବଜାୟ ରହିବ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।
ମକର: ସବୁ କିଛି ଆପଣଙ୍କ ମନ ମୁତାବକ ହୋଇନପାରେ। କୌଣସି ନିକଟ ସଂପର୍କୀୟ ଆପଣଙ୍କର ଲକ୍ଷ୍ୟଭ୍ରଷ୍ଟ କରିବେ। ବିବାହିତ ଲୋକଙ୍କ ଜୀବନରେ ପ୍ରସନ୍ନତା ଆସିବ।
କୁମ୍ଭ: ସମସ୍ତଙ୍କ ପ୍ରତି ଆପଣଙ୍କ ବ୍ୟବହାର ଭଲ ରହିବ। ସାମାଜିକ ସଂଗଠନରେ ଥିବା ଲୋକଙ୍କର ପଦ ପ୍ରତିଷ୍ଠା ବୃଦ୍ଧି ହେବ। ଜୀବନସାଥୀ ସହ ସମ୍ବନ୍ଧ ଭଲ ହେବ।
ମୀନ: ଯେଉଁ କାମ ଆସିବ ସେଥିରୁ ଧନଲାଭ ହେବ। ଜୀବନସାଥୀ ଆପଣଙ୍କର ଇଚ୍ଛା ପୂରା କରିବେ। ଘର ମରାମତି ପାଇଁ ଦିନଟି ଶୁଭ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ।