publive-imageମେଷ: ବେପାରରେ ଲାଭ ପାଇବେ। ଚାକିରିରେ ପଦୋନ୍ନତି ଯୋଗ ଅଛି। ବିଶେଷ କାମରେ ପରିବାର ଲୋକଙ୍କ ସାହାଯ୍ୟ ପାଇବେ। ବିଶିଷ୍ଟ ବ୍ୟକ୍ତିଙ୍କ ମତ ଫଳପ୍ରଦ ସାବ୍ୟସ୍ତ ହେବ। ‌

Advertisment

publive-imageବୃଷ: ଶିକ୍ଷଣ ସଂସ୍ଥାରେ ଥିବା ଲୋକଙ୍କୁ ଲାଭ ମିଳିବ। ବ୍ୟବସାୟ ସମ୍ମିଳନୀରେ ଆପଣଙ୍କ କଥା ରଖିବେ। ରାଜନୀତିରେ ଥିବା ଲୋକ ସମ୍ମାନଜନକ ପଦକୁ ମନୋନୀତ ହୋଇପାରନ୍ତି।

publive-imageମିଥୁନ: କାମରେ ଅଭିଜ୍ଞ ବ୍ୟକ୍ତିଙ୍କ ପରାମର୍ଶ ଲାଭ ଦେବ। ଜଟିଳ ସମସ୍ୟାର ସମାଧାନ କରିବାରେ ସଫଳ ହେବେ। ପାରିବାରିକ ସମ୍ବନ୍ଧ ଆହୁରି ମଜଭୁତ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ।

publive-imageକର୍କଟ: ଦିନଟି ଅନ୍ୟମାନଙ୍କ ସେବା ସତ୍କାରରେ ବିତିବ। ଲୋକେ ଆପଣଙ୍କ ପ୍ରତି ଯଥେଷ୍ଟ ପ୍ରଭାବିତ ହେବେ। ସରକାରୀ ଚାକିରିଆଙ୍କୁ ସହକର୍ମୀଙ୍କ ପୂରା ସହଯୋଗ ମିଳିବ।

publive-imageସିଂହ: କାମ ପାଇଁ ଅଧିକ ଯାତାୟାତ କରିବାକୁ ପଡ଼ିପାରେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ଜୀବନସାଥୀଙ୍କ ସହଯୋଗ ପାଇଁ ଉତ୍ସାହ ବଢ଼ିବ। ଛାତ୍ରଙ୍କ ଲାଗି ଦିନଟି ବହୁତ ଭଲ।

publive-imageକନ୍ୟା: କ୍ୟାରିୟରକୁ ନେଇ ଗହନ ଚିନ୍ତାରେ ରହିବେ। କୌଣସି ବି କାମ ମନ ଲଗାଇ କରନ୍ତୁ, ସଫଳତା ପାଇବେ। ପାରିବାରିକ ସୁଖ ବୃଦ୍ଧି ହେବ। ବିଜ୍ଞାନ ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଭଲ।

publive-imageତୁଳା: ଚାକିରି ବୃତ୍ତିରେ ଶୃଙ୍ଖଳା ଦେଖାଦେବ। ବକେୟା ଅର୍ଥ ପାଇବେ। ଘରକୁ ବନ୍ଧୁଙ୍କ ଯିବାଆସିବା ଲାଗି ରହିବ। ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ।

publive-imageବିଛା: କାର୍ଯ୍ୟକ୍ଷେତ୍ରରେ ନୂଆ ବିଚାରର ସମାବେଶ ହେବ। ଆପଣଙ୍କର ଆତ୍ମବିଶ୍ବାସ ବଢ଼ିବ। ଭ୍ରମଣ ସୁଖଦ ରହିବ। ଖେଳାଳିମାନଙ୍କ ଲାଗି ଭଲ ଦିନଟିଏ।

publive-imageଧନୁ: ବଡ଼ ଅଧିକାରୀଙ୍କ ସହ ଭଲ ସମ୍ବନ୍ଧ ରଖନ୍ତୁ। କ୍ୟାରିୟରରେ ଉନ୍ନତିର ଯୋଗ ଅଛି। ଜମି ସମ୍ବନ୍ଧରେ ଖୁସି ଖବର ପାଇବେ। ପୂର୍ବରୁ ନେଇଥିବା ନିଷ୍ପତ୍ତି ଆପଣଙ୍କୁ ଭଲ ଫଳ ଦେବ।

publive-imageମକର: ବ୍ୟବସାୟରେ ସଫଳତା ପାଇବେ। ପ୍ରତ୍ୟେକ ଲୋକ ଆପଣଙ୍କ କଥାକୁ ଧ୍ୟାନ ଦେଇ ଶୁଣିବେ। ଆଇନ ଛାତ୍ର ନିଜ ସମୟ ସଦୁପଯୋଗ କରନ୍ତୁ।

publive-image

କୁମ୍ଭ: କୌଣସି କାମରେ ଜୀବନସାଥୀଙ୍କ ସହଯୋଗ ପାଇବେ। ଆର୍ଥିକ କ୍ଷେତ୍ରରେ ସ୍ଥିରତା ବଜାୟ ରହିବ। ପରିବାରରେ ସୁଖଦ ବାତାବରଣ ରହିବ। ବ୍ୟବସାୟରେ ଉନ୍ନତି ହେବ।

publive-imageମୀନ: ଆପଣଙ୍କର ସବୁ କଷ୍ଟ ଦୂର ହେବ। ବନ୍ଧୁମାନଙ୍କ ସହ ମିଳାମିଶା ବଢ଼ିବ। କାମରେ ଭାଇଭଉଣୀଙ୍କ ସହଯୋଗ ପାଇବେ। ପାଠପଢ଼ାରେ ଲାଗି ରହିଥିବା ବାଧା ଦୂର ହେବ।