ଜାଣନ୍ତୁ ଆଜିର ରାଶିଫଳ

ମେଷ: ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି । ଦିନଟି ସବୁ ଦିଗରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ । ଦିବା ୧୧ା୧୪ ଗତେ ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ସତ୍ଚିନ୍ତା ଓ ସକ୍ରର୍ମରେ ନିବିଷ୍ଟ ରହନ୍ତୁ ।

ବୃଷ: ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ । ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ । ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି । ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ । ଦିବା ୧୧ା୧୪ ଗତେ ଉତ୍ତମ ପାନ-ଭୋଜନରେ ଆପ୍ୟାୟିତ ହେବେ । ବସ୍ତ୍ର-ଆଭୂଷଣ ପ୍ରାପ୍ତି ଓ ବନ୍ଧୁମିଳନ ଯୋଗ ଅଛି । ଦିନଟି ସବୁ ଦିଗରୁ ଭଲରେ କଟିଲେ ମଧ୍ୟ କଳହ, ମକଦ୍ଦମା, ଦୂରଯାତ୍ରା, ଯାନବାହନ ଓ ପଶୁକ୍ରୟ ଆଦି ପାଇଁ ସମୟ ଅନୁକୂଳ ନୁହେଁ ।

ମିଥୁନ: ଅନେକ ଶୁଭଫଳ ପାଇବେ । ମନର ଆଶା ପୂରଣ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବେ । ଦିବା ୧୧ା୧୪ ଗତେ ବୃଥା ଭ୍ରମଣ, ଅଯଥା ବ୍ୟୟ ଓ ଅର୍ଥହାନି ଘଟିପାରେ । ଖର୍ଚ୍ଚବାର୍ଚ୍ଚରେ ନିୟନ୍ତ୍ରଣ ରଖିବା ଆବଶ୍ୟକ । ନୂତନ ଦ୍ରବ୍ୟ କ୍ରୟ ବା ସତ୍କାର୍ଯ୍ୟରେ ଦାନ କରିପାରନ୍ତି । ଇଷ୍ଟକାର୍ଯ୍ୟରେ ନିବିଷ୍ଟ ରୁହନ୍ତୁ, ଅଶୁଭ ପରିସ୍ଥିତିକୁ ଏଡ଼ାଇପାରିବେ ।

କର୍କଟ: କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ କାରବାରରେ ଲାଭ ଯୋଗ ରହିଛି । ଦିବା ୧୧ା୧୪ ଗତେ ଅନେକ ଶୁଭଫଳ ପାଇବେ । ମନର ଆଶା ପୂରଣ ହେବ । ବ୍ୟବସାୟ-ବାଣିଜ୍ୟ ଓ ଶିଳ୍ପୋଦ୍ୟୋଗରେ ପୁଞ୍ଜିନିବେଶ ଲାଭଜନକ ହେବ । ଆର୍ଥିକ ଲାଭ ଓ ଉନ୍ନତିର ସମ୍ଭାବନା ରହିଛି । ବନ୍ଧୁ-ପରିଜନରେ ଆନନ୍ଦ ଉପଭୋଗ କରିବେ ।

ସିଂହ: ଉଦାସ ଉଦାସ ଲାଗିବ । ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ସ୍ୱାସ୍ଥ୍ୟ ଚିନ୍ତା ଘାରିବ । ଦୂରଯାତ୍ରା ସ୍ପୃହଣୀୟ ନୁହେଁ । ଦିବା ୧୧ା୧୪ ଗତେ କାର୍ଯ୍ୟସିଦ୍ଧି ହେବ ଓ ମନର ଆଶା ପୂରଣ ହେବ । କାର୍ଯ୍ୟକ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦନ କରିପାରିବେ । ଶିଳ୍ପୋଦ୍ୟୋଗ ଓ ବ୍ୟବସାୟରେ ସଫଳତା ମିଳିବ । ଆର୍ଥିକ କାରବାରରେ ଲାଭ ଯୋଗ ରହିଛି ।

କନ୍ୟା: ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ । କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । ଦିବା ୧୧ା୧୪ ଗତେ ଉଦାସ ଉଦାସ ଲାଗିବ । ଅସୁସ୍ଥତା, ମାନସିକ ଅବସାଦ, ଆବଦ୍ଧ ଯୋଗ, ବିଷମ ପରିସ୍ଥିତି ଓ ଆର୍ଥିକ ସମସ୍ୟା ଭିତରଦେଇ ଗତି କରିବାକୁ ପଡ଼ିପାରେ । ସ୍ୱାସ୍ଥ୍ୟ ଚିନ୍ତା ଘାରିବ । ଦୂରଯାତ୍ରା ସ୍ପୃହଣୀୟ ନୁହେଁ ।

ତୁଳା: ସୁଖସମ୍ପଦ ଲାଭ ହେବ । ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି । ଯାନବାହନରେ ସୁଖ ପାଇବେ । ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ । ନିଜର କୃତିତ୍ୱ ପାଇଁ ସମ୍ମାନିତ ହେବେ । ଦିବା ୧୧ା୧୪ ଗତେ ଅବା‚ିତ ଘଟଣା, ଦୁର୍ଘଟଣା, ଅସୁସ୍ଥତା, ପେଟ ଗୋଳମାଳ, ମାନସିକ ଅବସାଦ, ପାରିବାରିକ ସମସ୍ୟା, ଅର୍ଥହାନି ଆଦି ଦେଖାଦେଇପାରେ । କଳହ, ବିବାଦ, ଦୂରଯାତ୍ରା, ମାଲିମକଦ୍ଦମାରୁ ଦୂରରେ ରହନ୍ତୁ । କୌଣସି ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ ।

ବିଛା: ଆର୍ଥିକ କାରବାରରେ ଲାଭ ମିଳିବ । ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଘଟିପାରେ । ବ୍ୟବସାୟରେ ଉନ୍ନତି ଘଟିବ । •କିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ । ଦିବା ୧୧ା୧୪ ଗତେ ସୁଖସମ୍ପଦ ଲାଭ ହେବ । ବନ୍ଧୁମେଳରେ ସୁଖାଦ୍ୟ ଭୋଜନର ସମ୍ଭାବନା ରହିଛି । ଯାନବାହନରେ ସୁଖ ପାଇବେ । ଯେକୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଘଟିପାରେ । ନିଜର କୃତିତ୍ୱ ପାଇଁ ସମ୍ମାନିତ ହେବେ ।


ଧନୁ: ଦୁଃଖ, ଯାତନା ସହ ମାନସିକ ଉଦ୍ବେଗ ଦେଖାଦେଇପାରେ । ଦୀନତା, ରୋଗ, ଶୋକ, ଘେରିଧରିବ । କାର୍ଯ୍ୟରେ ବିଘ୍ନ ଉପୁଜିବ । ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ କରନ୍ତୁ । ଦିବା ୧୧ା୧୪ ଗତେ ଆର୍ଥିକ କାରବାରରେ ଲାଭ ମିଳିବ । ରୋଗମୁକ୍ତି, ଋଣ ସୂତ୍ରରେ ବା ବକେୟା ଅର୍ଥ ପ୍ରାପ୍ତି ଘଟିପାରେ । ବ୍ୟବସାୟରେ ଉନ୍ନତି ଘଟିବ । •କିରି କ୍ଷେତ୍ରରେ ଉପଯୁକ୍ତ ମର୍ଯ୍ୟାଦା ମିଳିବ ।

ମକର: ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । କିନ୍ତୁ ଯେଉଁ କାମର ଦାୟିତ୍ୱ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ । କଥାରେ ଖିଲାପ କରନ୍ତୁ ନାହିଁ । ଦିବା ୧୧ା୧୪ ଗତେ ଦୁଃଖ, ଯାତନା ସହ ମାନସିକ ଉଦ୍ବେଗ ଦେଖାଦେଇପାରେ । ଦୀନତା, ରୋଗ, ଶୋକ, ଘେରିଧରିବ । କାର୍ଯ୍ୟରେ ବିଘ୍ନ ଉପୁଜିବ । ନୂତନ କାର୍ଯ୍ୟରେ ହାତ ନ ଦେଇ ପୁରାତନ କାର୍ଯ୍ୟକୁ ନିଷ୍ଠାର ସହ କରନ୍ତୁ ।

କୁମ୍ଭ: କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ । ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି । ସ୍ୱାମୀ-ସ୍ତ୍ରୀ ସମ୍ବନ୍ଧ ଭଲ ରହିବ । ବନ୍ଧୁବର୍ଗରୁ ସହଯୋଗ ମିଳିବ । ଦିବା ୧୧ା୧୪ ଗତେ ଭୟର ବାତାବରଣ ସହ ମାନସିକ ଅଶାନ୍ତି ସୃଷ୍ଟି ହୋଇପାରେ । ନୂତନ କାର୍ଯ୍ୟରେ ହାତ ଦିଅନ୍ତୁ ନାହିଁ । କିନ୍ତୁ ଯେଉଁ କାମର ଦାୟିତ୍ୱ ନେଇଛନ୍ତି ତାକୁ ନିଷ୍ଠାର ସହ କରନ୍ତୁ । କଥାରେ ଖିଲାପ କରନ୍ତୁ ନାହିଁ ।

ମୀନ: ସ୍ୱାସ୍ଥ୍ୟ ଓ ଅର୍ଥ ଲାଗି କେତେକ ପ୍ରତିକୂଳ ପରିସ୍ଥିତି ସୃଷ୍ଟି ହୋଇପାରେ । ଅପମାନଜନକ ପରିସ୍ଥିତି ଉପୁଜିପାରେ । ଶୁଭ କର୍ମର ଶୁଭ ଓ ଅଶୁଭ କର୍ମର ଅଶୁଭ ଫଳ ନିଜ ଉଦ୍ୟମ ଅନୁଯାୟୀ ମିଳିବ । ସତ୍ଚିନ୍ତା ଓ ସକ୍ରର୍ମରେ ନିବିଷ୍ଟ ରହନ୍ତୁ । ଦିବା ୧୧ା୧୪ ଗତେ କାର୍ଯ୍ୟରେ ସଫଳତା ମିଳିବ । ଗୃହକୁ ବନ୍ଧୁ-ଅତିଥିଙ୍କ ଆଗମନ ଘଟିପାରେ । ବାଣିଜ୍ୟ-ବ୍ୟବସାୟରେ ଉନ୍ନତି ହେବ । ଅଳ୍ପଦୂର ଯାତ୍ରା ଓ ବକେୟା ଅର୍ଥଲାଭ ଯୋଗ ଅଛି । ସ୍ୱାମୀ-ସ୍ତ୍ରୀ ସମ୍ବନ୍ଧ ଭଲ ରହିବ । ବନ୍ଧୁବର୍ଗରୁ ସହଯୋଗ ମିଳିବ ।

ସମ୍ବନ୍ଧିତ ଖବର