publive-imageମେଷ: ଭାବିଥିବା କାମ ଧୀରେଧୀରେ କରି ସଂପୂର୍ଣ୍ଣ ହେବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ବ୍ୟବହାର ନେଇ ମନ ଟିକେ ଖରାପ ହେବ। ମହିଳା ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ପ୍ରେମ ଜୀବନ ମଧୁର ହେବ। ‌

Advertisment

publive-imageବୃଷ: ଅଫିସରେ ଆପଣଙ୍କ କାମର ପ୍ରଶଂସା ହେବ। କ୍ୟାରିୟର ସଂପର୍କିତ ନୂଆ ଅବସର ପାଇବେ। ଆର୍ଥିକ ପକ୍ଷ ମଜଭୁତ ହେବ। ଅବିବାହିତଙ୍କର ବିବାହ ଲାଗି କଥାବାର୍ତ୍ତା ଆରମ୍ଭ ହେବ। ‌

publive-imageମିଥୁନ: ଆପଣଙ୍କର ଆତ୍ମବିଶ୍ବାସ ଦେଖି କତୃପକ୍ଷ ଖୁସି ହେବେ। ରାସ୍ତାରେ ଯିବାବେଳେ ପ୍ରିୟବନ୍ଧୁ ସହ ଦେଖା ହୋଇପାରେ। ଆପଣଙ୍କୁ ଅଚାନକ ଧନଲାଭ ହେବ। ଜମି ସମସ୍ୟା ସମାପ୍ତ ହୋଇଯିବ। ‌

publive-image

କର୍କଟ: ମନ୍ଦିରକୁ ଠାକୁର ଦର୍ଶନ ପାଇଁ ଯିବେ। ନୂଆ ବେପାର କରିବାକୁ ଚାହୁଁଥିଲେ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଅଫିସରେ କାମ ଅଧିକ ହେବା ଯୋଗୁଁ ସଂପୂର୍ଣ୍ଣ କରିବା ପାଇଁ ସମୟ ଲାଗିବ। ‌

publive-imageସିଂହ: ଆପଣଙ୍କର ଶକ୍ତି ଭଲ କାମରେ ଲଗାଇବେ। କଳାକ୍ଷେତ୍ରରେ ଥିବା ଲୋକଙ୍କୁ କୌଣସି ଜାଗାରେ ପ୍ରଦର୍ଶନ ଲାଗି ସୁଯୋଗ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବା ଯୋଗୁଁ ଆପଣଙ୍କ କାମ ସଂପୂର୍ଣ୍ଣ ହେବ। ‌

publive-imageକନ୍ୟା: କୌଣସି ଖୁସି ଖବର ପାଇବେ। ଅଫିସରେ ସାଥୀର କାମ କରୁଥିବା ଲୋକଙ୍କର ପୂରା ସହଯୋଗ ପାଇବେ। ନିଜ କ୍ୟାରିୟରରେ ସଫଳତାର ଖୁବ୍ ନିକଟବର୍ତ୍ତୀ ହେବେ। ‌

publive-imageତୁଳା: ବନ୍ଧୁ ଘରକୁ ଆସିବା ଯିବା ଲାଗି ରହିବ। କାମ ସଂପୂର୍ଣ୍ଣ କରିବା ଲାଗି ଯୋଜନା କରିବେ। ଯ‌ାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ବନ୍ଧୁ ସହ ଲାଗି ରହିଥିବା ମତଭେଦ ଦୂର ହେବ। ‌

publive-imageବିଛା: ଆପଣଙ୍କ ଦାମ୍ପତ୍ୟ ଜୀବନରେ ଆପୋସୀ ସାମଞସ୍ୟ ବଜାୟ ରହିବ। ନୂଆ ଲୋକଙ୍କ ସହିତ ମିଶିବା ଭବିଷ୍ୟତ ଲାଗି ଲାଭଦାୟକ ରହିବ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ। ‌

publive-image
ଧନୁ: ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ଅଫିସରେ କୌଣସି କାମକୁ ନେଇ ଅଧିକ ବ୍ୟସ୍ତ ରହିବେ। ବକେୟା ଅର୍ଥ ପାଇବେ। ନୂଆ ଜମି କିଣିବା ପୂର୍ବରୁ ଦଲିଲକୁ ଭଲଭାବେ ଯାଞ୍ଚ କରିନିଅନ୍ତୁ।

publive-image

ମକର: ସବୁ କାମ ସହଜରେ ସଂପୂର୍ଣ୍ଣ ହେବ। କୌଣସି ସମାରେହକୁ ଯିବା ପାଇଁ ଯୋଜନା କରିବେ। ଜୀବନସାଥୀ ଆପଣଙ୍କର ସଚ୍ଚୋଟତାରେ ପ୍ରଭାବିତ ହେବେ। ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ।

publive-image

କୁମ୍ଭ: ଆପଣଙ୍କର ଧ୍ୟାନ ଆଧ୍ୟତ୍ମିକ ଦଗକୁ ରହିବ। ଆତ୍ମୀୟସ୍ବଜନଙ୍କ ସହ ସମ୍ବନ୍ଧ ମଜଭୁତ ହେବ। ଚାକିରିଜୀବୀ ମନ ଚାହୁଁଥିବା ଅଞ୍ଚଳକୁ ବଦଳି ହେବେ। ଉଚ୍ଚଶିକ୍ଷା ଲାଗି ଦିନଟି ବହୁତ ଭଲ।

publive-image

ମୀନ: ମନ ଅଶାନ୍ତି ମୁକ୍ତ ରହିବ। ନୂଆ କାମରେ ରୁଚି ବଢ଼ିବ। ପରିବାର ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ। ଜୀବନସାଥୀ ଆପଣଙ୍କ ଭାବନାକୁ ସମ୍ମାନ କରିବେ।