ଜାଣନ୍ତୁ ଆଜିର ରାଶିଫଳ

ମେଷ: ଆପଣଙ୍କ ଜୀବନରେ ଖୁସିର ଆଗମନ ହେବ। କିଛି ନୂଆ ସଂପର୍କ ଆପଣଙ୍କ ଲିଷ୍ଟ୍‌ରେ ଯୋଡ଼ିବେ। ଆମଦାନି ବୃଦ୍ଧି ପାଇଁ ଆପଣଙ୍କ ମସ୍ତିଷ୍କରେ ନୂଆ ଯୋଜନା ଆସିବ। ଛାତ୍ରୀଙ୍କ ଲାଗି ଦିନଟି ଭଲ। ‌

ବୃଷ: ବହୁ ଦିନର ସ୍ବପ୍ନ ସାକାର ହେବ। ମହିଳାମାନଙ୍କୁ କୌଣସି ବିଶେଷ ଖବର ମଳିବ। ବ୍ୟବସାୟରେ ଉନ୍ନତି ପାଇଁ ଭଲ ସୁଯୋଗ ପାଇବେ। ପ୍ରେମୀ ଯୁଗଳ ନିଜ ସାଥୀର ଭାବନାକୁ ବୁଝିବେ। ‌

ମିଥୁନ: ସାରାଦିନ ମନରେ ପ୍ରସନ୍ନତା ରହିବ। ବେପାରରେ ଅଚାନକ ଧନଲାଭର ଅବସର ପାଇବେ। ସନ୍ଧ୍ୟାରେ କୌଣସି ସମାରୋହରେ ସାମିଲ ହୋଇପାରନ୍ତି। ପ୍ରିୟବନ୍ଧୁ ସହ ସାକ୍ଷାତ ହେବ। ‌

କକର୍ଟ: ଆପଣଙ୍କ ମନରେ ନୂଆ ନୂଆ ବିଚାର ଆସିପାରେ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କୁ ନୂଆ କାମ ମିଳିବ। ବିବାହିତ ନିଜର ଜୀବନକୁ ଆନନ୍ଦମୟ କରିବାକୁ ଲାଗି ରହିବେ।

ସିଂହ: ଚାକିରି ବୃତ୍ତିରେ ସଫଳତା ପାଇବେ। ଧର୍ମକ୍ଷେତ୍ରରେ ଥିବା ବ୍ୟକ୍ତିମାନେ ପାଇବେ। ରାଜନୀତିରେ ଯୋଗାଯୋଗ ଭଲ ରହିବ। ଜୀବନସାଥୀ ସହ ସମ୍ବନ୍ଧ ଭଲ ହେବ। ‌‌

କନ୍ୟା: କୌଣସି ଅସହାୟ ଲୋକଙ୍କ କାମରେ ଆସିବେ। ଅଫିସରେ ଆପଣଙ୍କ କାମକୁ ନେଇ ପ୍ରଶଂସା ହେବ। କଣ୍ଠଶିଳ୍ପୀଙ୍କୁ କୌଣସି ମଞ୍ଚରେ ପ୍ରଦର୍ଶନର ସୁଯୋଗ ମିଳିବ। ପ୍ରେମ ଜୀବନ ଭଲ ରହିବ। ‌

ତୁଳା: ବନ୍ଧୁଙ୍କୁ ଦେଖା କରିବା ପାଇଁ ତାଙ୍କ ଘରକୁ ଯିବେ। କାରବାରରେ ଲାଗି ରହିଥିବା ବାଧା ଦୂର ହେବ। ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ। ଦାମ୍ପତ୍ୟ ଜୀବନ ପ୍ରୀତିମୟ ହେବ।

ବିଛା: ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ପାଇବେ। ଦୀର୍ଘ ଦିନର ବାକିଥିବା କାମ ପୂରା ହେବ। ପାରିବାରିକ ଜୀବନ ସୁଖକର ହେବ। ରାଜନୀତିରେ ସଫଳତା ପାଇବେ।

ଧନୁ: ଆପଣଙ୍କ ଲାଗି ଦିନଟି ଲାଭଦାୟକ ରହିବ। ଜରୁରୀ କାମରେ ବନ୍ଧୁର ସାହାଯ୍ୟ ପାଇବେ। କେହି ଆପଣଙ୍କ ବେଶଭୂଷାର ପ୍ରଶଂସା କରିବେ। ଶିକ୍ଷାର୍ଥୀଙ୍କ ଧ୍ୟାନ ପାଠପଢ଼ାରେ ଲାଗି ରହିବ।

ମକର: ମନକଥା ମନରେ ରଖନ୍ତୁ। ଅଫିସ୍‌ରେ ବାତାବରଣ ଟିକେ ଅଲଗା ହେବ। ଭାବିଚିନ୍ତି ବଡ଼ ନିଷ୍ପତ୍ତି ନିଅନ୍ତୁ। ସିନେ କଳାକାରଙ୍କ ଲାଗି ଭଲ ଦିନଟିଏ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ।

କୁମ୍ଭ: ପାରିବାରିକ କାମ କରିବା ଲାଗି ଘର ଲୋକଙ୍କ ସହଯୋଗ ପାଇବେ। ଜମି କିଣିବା ଲୋକଙ୍କୁ ଲାଭ ହେବ। କଠିନ ବିଷୟ ଉପରେ ଶିକ୍ଷକଙ୍କ ସହ ଆଲୋଚନା କରିବେ।

ମୀନ: ଜୀବନରେ ନୂଆ ଲକ୍ଷ୍ୟ ହାସଲ କରିବେ। ସାମାଜିକ ଜୀବନ ସବୁ ଦୃଷ୍ଟିରୁ ଭଲ ରହିବ। ଅଚାନକ ଧନଲାଭ ହେବ। ପରିବାରରେ ସବୁ ଲୋକଙ୍କ ସହିତ ଭଲ ସମ୍ବନ୍ଧ ସ୍ଥାପିତ ହେବ।

ସମ୍ବନ୍ଧିତ ଖବର