publive-imageମେଷ: ଆପଣଙ୍କ ଭିତରେ ଆତ୍ମବିଶ୍ବାସ ଅଧିକତା ରହିବ। ଉନ୍ନତି ପାଇଁ ସୁଯୋଗ ପାଇବେ। ପାରିବାରିକ ସ୍ତରରେ ଖୁସି ବୃଦ୍ଧି ହେବ। ସନ୍ତାନ ଶିକ୍ଷାରେ ଉନ୍ନତି ହେବାର ସମ୍ଭାବନା। ପ୍ରେମ ସଂପର୍କ ନିବିଡ଼ ହେବ।

Advertisment

publive-imageବୃଷ: କାର୍ଯ୍ୟ କ୍ଷେତ୍ରରେ ଲାଗି ରହିଥିବା ସମସ୍ୟାର ସମାଧାନ ଲାଗି ମାର୍ଗ ବାହାର କରିନେବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଭଲ। ଛାତଛାତ୍ରୀଙ୍କୁ କୌଣସି ଶୁଭ ଖବର ମିଳିବ।

publive-imageମିଥୁନ: ନୂଆ କାମରେ ଆପଣଙ୍କୁ ଭାଗ୍ୟର ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ। ଚାକିରିରେ ପଦୋନ୍ନତି ସହ ବଦଳି ହେବାର ସମ୍ଭାବନା। ପ୍ରେମ ସମ୍ବନ୍ଧରେ ପ୍ରଗାଢ଼ତା ଆସିବ।

publive-image

କର୍କଟ: ବନ୍ଧୁ ସହଯୋଗରେ ଅଧୁରା କାମ ପୂରା ହୋଇଯିବ। ଜମି ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାର ମୁକ୍ତି ପାଇବେ। ଶିକ୍ଷାର୍ଥୀଙ୍କର ଲେଖାପଢ଼ାରେ ମନ ଲାଗିବ।

publive-imageସିଂହ: ଯେଉଁ କାମ ଆରମ୍ଭ କରିବେ ନିର୍ଦ୍ଧାରିତ ସମୟରେ ପୂରା କରିନେବେ। ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ। ପିଲାମାନଙ୍କ ସହିତ ବସି ତାଙ୍କ ସମସ୍ୟାର ସମାଧାନ କରିବେ। ଖାଦ୍ୟ ପାନୀୟ ପ୍ରତି ସଜାଗ ରୁହନ୍ତୁ।

publive-imageକନ୍ୟା: ଦିନଟି କାର୍ଯ୍ୟ ବ୍ୟସ୍ତତାରେ କଟିବ। କାମ କରିବା ଲାଗି ନୂଆ କୌଶଳ ଉପରେ ବିଚାର କରିବେ। କାନୁନ୍‌ ମାମଲାରେ ବନ୍ଧୁର ସାହାଯ୍ୟ ପାଇବେ। ଶିକ୍ଷାର୍ଥୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ।

publive-imageତୁଳା: ଧୈର୍ଯ୍ୟଧରି କାମ କରନ୍ତୁ ଲାଭ ହେବ। ଚାକିରିଆଙ୍କୁ ଆଗକୁ ବଢ଼ିବା ପାଇଁ ନୂଆ ଅବସର ମିଳିପାରେ। ସନ୍ଧ୍ୟାରେ ଜୀବନସାଥୀ ସହ ଭଲ ସମୟ ଅତିବାହିତ କରିବେ।

publive-imageବିଛା: ଧର୍ମ କାର୍ଯ୍ୟରେ ଅଧିକ ସମୟ ବିତିବ। ବ୍ୟବସାୟରେ ବୃଦ୍ଧି ହେବ। ନେବା ଦେବା ମାମଲାରେ ସାବଧାନତା ଅବଲମ୍ବନ କରନ୍ତୁ। ଅଫିସ୍‌ରେ କରିଥିବା କାମର ଶ୍ରେୟ ଅନ୍ୟ କାହାରିକୁ ଦିଅନ୍ତୁ ନାହିଁ।

publive-imageଧନୁ: ଆପଣଙ୍କ ବ୍ୟବହାରରେ ଟିକେ ପରିବର୍ତ୍ତନ ଆଣନ୍ତୁ। ନୂଆ ଲୋକଙ୍କ ସହ ସଂପର୍କରୁ ଲାଭ ପାଇବେ। କଳା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଦିନଟି ଭଲ ରହିବ। ପାରିବାରିକ ଜୀବନ ସୁଖମୟ ହେବ।

publive-image

ମକର: ଚାକିରରେ ଅତ୍ୟଧିକ ସଫଳତା ପାଇପାରନ୍ତି। ଆପଣ ଉପାର୍ଜନ ଲାଗି ନୂଆ ଯୋଜନା ପ୍ରସ୍ତୁତ କରିବେ। ବୈବାହିକ ଜୀବନ ଓ ସ୍ବାସ୍ଥ୍ୟ ଭଲ ରହିବ। ପରୀକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।

publive-image

କୁମ୍ଭ: ଦାମ୍ପତ୍ୟ ସମ୍ବନ୍ଧକୁ ଆହୁରି ଭଲ କରିବା ଲାଗି ଚେଷ୍ଟା କରନ୍ତୁ। ବେପାରରେ ଲାଭ ଯୋଗ ଅଛି। ଅଫିସ୍‌ରେ ଜରୁରି କାମ କରିବା ଲାଗି ସହକର୍ମୀଙ୍କ ସହଯୋଗ ପାଇବେ। ଖେଳାଳିମାନଙ୍କ ଲାଗି ଦିନଟି ଭଲ।

publive-image

ମୀନ: ବ୍ୟବସାୟରେ ପୁଞ୍ଜି ନିବେଶ କରନ୍ତୁ ଲାଭ ହେବ। ଆପଣଙ୍କ ପରିଶ୍ରମରେ ଚାକିରିର ଭଲ ପରିଣାମ ପାଇବେ। କଳା କ୍ଷେତ୍ରରେ ଥିବା ବ୍ୟକ୍ତିବିଶେଷଙ୍କୁ ସମ୍ମାନ ମିଳିବ। ବିଦ୍ୟାର୍ଥୀଙ୍କୁ ସଫଳତା ମିଳିପାରେ।