/sambad/media/post_attachments/wp-content/uploads/2017/11/ms-1.jpg)
ମେଷ: ପୂଜାପାଠରେ ସମୟ ବିତିବ। ନିଜର ପ୍ରତିଷ୍ଠା ବଜାୟ ରଖିବା ଲାଗି ସାମାଜିକ କାର୍ଯ୍ୟରେ ସହଯୋଗ କରନ୍ତୁ। ଘରୋଇ ଚାକିରିଆଙ୍କୁ ନୂଆ ଚାକିରିର ପ୍ରସ୍ତାବ ମିଳିପାରେ।
/sambad/media/post_attachments/wp-content/uploads/2017/11/brus-290x300.jpg)
ବୃଷ: ବ୍ୟବସାୟୀଙ୍କୁ ବିଶେଷ ସଫଳତା ହାସଲ ହେବ। କାର୍ଯ୍ୟଦକ୍ଷତା ଲାଗି ଅଧିକାରୀଙ୍କ ଠାରୁ ପୁରସ୍କାର ପାଇପାରନ୍ତି। ସଙ୍ଗୀତ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ଭଲ ପ୍ରଦର୍ଶନ କରିବେ।
/sambad/media/post_attachments/wp-content/uploads/2017/11/mithun.jpg)
ମିଥୁନ: ବେପାରୀବର୍ଗଙ୍କର ଆମଦାନି ବଢ଼ିବାର ସମ୍ଭାବନା ଅଛି। ଚାକିରିଆଙ୍କ ଲାଗି ଦିନଟି ଭଲ। ଆଗକୁ ବଢ଼ିବାର ଅବସର ପାଇବେ। ରାଜନୀତିରେ ସଫଳତା ପାଇବେ।
/sambad/media/post_attachments/wp-content/uploads/2017/11/karkat.jpg)
କର୍କଟ: ଅତୀତର ସ୍ମୃତି ତାଜା ହେବ। ଆପଣ ନିଜର ସ୍ଥିତି ମଜଭୁତ କରିପାରିବେ। ଘରେ କୌଣସି ମରାମତି କାର୍ଯ୍ୟ କରିପାରନ୍ତି। ସାମାଜିକ କ୍ଷେତ୍ରରେ ମାନ ସମ୍ମାନ ବଢ଼ିବ।
/sambad/media/post_attachments/wp-content/uploads/2017/11/singha.jpg)
ସିଂହ: ପାରିବାରିକ ଦାୟିତ୍ବ ସଂପୂର୍ଣ୍ଣ କରିପାରିବେ। ଚାକିରି ବଦଳାଇବା ଲାଗି ଭାବି ପାରନ୍ତି। ବେପାରରେ ଆକସ୍ମିକ ଧନଲାଭର ଯୋଗ ଅଛି। କଳାକାରଙ୍କ ଲାଗି ଦିନଟି ଭଲ।
/sambad/media/post_attachments/wp-content/uploads/2017/11/kanya.jpg)
କନ୍ୟା: କାନ୍ଧକୁ କୌଣସି ନୂଆ ଦାୟିତ୍ବ ଆସିପାରେ। ସାମାଜିକ ପରିସର ବଢ଼ିବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ମିଳିବ। ସନ୍ଧ୍ୟାରେ ଜୀବନସାଥୀ ସହ ଆନନ୍ଦମୟ ସମୟ କାଟିବେ।
/sambad/media/post_attachments/wp-content/uploads/2017/11/tula.jpg)
ତୁଳା: ଭାବନାରେ ବୁଡ଼ି ରହିବେ। ସାଥିରେ କାମ କରୁଥିବା ଲୋକ ସାହାଯ୍ୟକାରୀ ସାବ୍ୟସ୍ତ ହେବେ। ପରିବାର ଲୋକଙ୍କ ସହ ମହତ୍ତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ।
/sambad/media/post_attachments/wp-content/uploads/2017/11/bicha.jpg)
ବିଛା: ସାମାଜିକ ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ଚେଷ୍ଟା କରିବେ। ଟ୍ରାଭେଲ ଏଜେନ୍ସି ବ୍ୟବସାୟୀଙ୍କର ଉନ୍ନତି ହେବ। ଜୀବନସାଥୀ ସହ ଆପଣଙ୍କ ସମ୍ବନ୍ଧ ମଧୁର ହେବ।
/sambad/media/post_attachments/wp-content/uploads/2017/10/dhanu.jpg)
ଧନୁ: ଆପଣଙ୍କର ସବୁ ସମସ୍ୟାର ନିବାରଣ ହେବ। ନୂଆ କାମ କରିବା ଲାଗି ଭାବି ପାରନ୍ତି। କିଛି ବିଶେଷ ଜାଗାରେ ଆପଣ ପ୍ରଶଂସିତ ହେବେ। ବିବାହିତଙ୍କ ଲାଗି ସ୍ଥିତି ଭଲ ରହିବ।
/sambad/media/post_attachments/wp-content/uploads/2017/11/makar.jpg)
ମକର: ମନ ଭିତରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ। ବ୍ୟବସାୟ କାମରେ ଦୂର ସ୍ଥାନକୁ ଯିବେ। ପାରିବାରିକ ଜୀବନରେ ଖୁସି ଆସିବ। ଛାତ୍ରଛାତ୍ରୀ ଲେଖାପଢ଼ାରେ ବ୍ୟସ୍ତ ରହିବେ।
/sambad/media/post_attachments/wp-content/uploads/2017/11/kumbha.jpg)
କୁମ୍ଭ: ଛୋଟ ସୁଯୋଗ ଆପଣଙ୍କୁ ଧନୀ ବନାଇପାରେ। ଉନ୍ନତିର କୌଣସି ସୁଯୋଗ ହାତଛଡ଼ା କରନ୍ତୁ ନାହିଁ। ସାମାଜିକ କାର୍ଯ୍ୟ କରିବା ଲାଗି ଆପଣଙ୍କର ରୁଚି ବଢ଼ିବ।
/sambad/media/post_attachments/wp-content/uploads/2017/11/mina.jpg)
ମୀନ: ଆପଣଙ୍କ ପରିସରରୁ ବାହାରି ବଡ଼ ଲୋକଙ୍କ ସହିତ ମିଶନ୍ତୁ। ଅଫିସ ଯିବା ସମୟରେ ଜିନିଷ ଓ ଜରୁରୀ କାଗଜପତ୍ର ନେବାକୁ ଭୁଲନ୍ତୁ ନାହିଁ। ଶିକ୍ଷାର୍ଥୀଙ୍କ ଲାଗି ଦିନଟି ଭଲ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2019/07/today-rasifal-8.jpg)